ଭୟଙ୍କର ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ୫୨ ଜଣ

ଜୋହାନ୍ସବର୍ଗ,୩୧ା୮: ଗୁରୁବାର ଦକ୍ଷିଣ ଆଫ୍ରିକାର କେନ୍ଦ୍ରୀୟ ଜୋହାନ୍ସବର୍ଗର ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୫୨ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ ଜରୁରୀକାଳିନ ସେବା ପଠାଯାଇଥିଲା। ଜରୁରୀକାଳିନ ପରିଚାଳନା ସେବା ମୁଖପାତ୍ର ରବର୍ଟ ମୁଲାଉଡି ଜଣେ ସ୍ଥାନୀୟ ପ୍ରସାରଣକାରୀଙ୍କୁ କହିଛନ୍ତି, ଆମେ ୫୨ଟି ମୃତଦେହ ଉଦ୍ଧାର କରିଛୁ ଏବଂ ୪୩ ଜଣ ଲୋକ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି।

दक्षिण अफ्रीका के जोहानिसबर्ग में भीषण आग।

ଏଥି ସହିତ ଫିଲିପାଇନ୍ସର ଏକ ଆବାସିକ ଅଞ୍ଚଳରେ ଡ୍ରେସ୍‌ କାରଖାନାରେ ଅଗ୍ନିକାଣ୍ଡ ହେତୁ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁଇଟି ଦୁର୍ଘଟଣାରେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ବହୁ ସଂଖ୍ୟକ ଲୋକ ମଧ୍ୟ ଆହତ ହୋଇଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri