ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍ଟିପିସି କନ୍ଭର ଲାଇନ୍ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ।
ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍ଟିପିସି କନ୍ଭର ଲାଇନ୍ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ।
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…