ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇପଡିଥିଲେ ।

ଅଗ୍ନିକାଣ୍ଡ ଏତେ ଭୟାବହ ଥିଲା ଯେ ଦୂରଦୂରାନ୍ତରୁ ମଧ୍ୟ ନିଆଁ ଦେଖାଯାଉଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ନିୟନ୍ତ୍ରଣ କରିଥିଲେ । ପ୍ରାଥମିକ ସୂଚନା ଅନୁସାରେ ସର୍ଟ ସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଘଟଣାରେ କୌଣସି ଜନହାନି ହୋଇନଥିବାବେଳେ ଗ୍ରୀଡ଼ର କିଛି ଯନ୍ତ୍ରପାତି ଜଳି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri