ଗ୍ୟାସ୍‌ ଟାଙ୍କିରୁ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୯ ପରିବାରର ୪୦ ବଖରା

ମହାକାଳପଡ଼ା,୨୦।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିୟାମନ୍ତପୁର ଗ୍ରାମରେ ସୋମବାର ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୯ ପରିବାରର ୪୦ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗ୍ରାମର ବୈଷ୍ଣବ ବାରିକଙ୍କ ଘରୁ ଗ୍ୟାସ ଲିକ୍‌ ହୋଇ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ପରେ ନିଆଁ ଅନ୍ୟ ଘରଗୁଡ଼ିକୁ ବ୍ୟାପି ଯାଇଥିଲା। ଖବରପାଇ ମହାକାଳପଡା, ମାର୍ଶାଘାଇ ଓ କେନ୍ଦ୍ରାପଡା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଥିଲା ଯେ କୌଣସି ଆସବାବପତ୍ର ଉଦ୍ଧାର ହୋଇପାରି ନାହିଁ। ତହସିଲଦାର ସୌଭାଗ୍ୟ ରଞ୍ଜନ ପଣ୍ଡା ପହଞ୍ଚି କ୍ଷୟକ୍ଷତି ଆକଳନ କରୁଛନ୍ତି। ସମସ୍ତ ପରିବାରକୁ ପଲିଥିନ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ...

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର...

୫ ବାତ୍ୟା ନିରୋଧକ ଘର ସିଲ୍‌ କଲା ପ୍ରଶାସନ

ଚିକିଟି,୨୧ା୭(ଡି.ଏନ.ଏ.)-ଚିକିଟି ବ୍ଲକ୍‌ରେ କତୁରୁ ପଞ୍ଚାୟତର ଚନ୍ଦନବାଡ ଓ ସୋରଳ ପଞ୍ଚାୟତର ସୋରଳ ଗଁାରେ ଜିଲା ପ୍ରଶାସନ ଓ ବ୍ଲକ୍‌ ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତ ଗୁରୁବାର...

ଭାଲୁ କାମୁଡ଼ାରେ ଜଣେ ଗୁରୁତର

ପାଲଲହଡ଼ା, ୨୨ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ଖମାର ଥାନା ବଡସଡା ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଅର୍ଜୁନ ପୂର୍ତ୍ତି(୪୦) ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ପୂର୍ବାହ୍ନ...

ନିଜାମୁଦ୍ଦିନ୍‌ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ...

ନବଜାତକ ପେଟ ବାହାରେ ପାକସ୍ଥଳୀ: ଚିକିତ୍ସା ପାଇଁ ଶିଶୁଭବନରେ ଭର୍ତ୍ତି

କଟକ ଅଫିସ,୧୭ା୨: କଟକ ଶିଶୁଭବନରେ ଜଣେ ନବଜାତକଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତାଙ୍କ ପେଟ ବାହାରକୁ ଲମ୍ବି ଆସିଛି ଅନ୍ତଃନଳୀ ଓ ପାକସ୍ଥଳୀ। ଶିଶୁଭବନ...

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ...

ଆମ୍ବ, ପରିବା ଚାଷ ଦେଇଛି ରୋଜଗାର

ଫିରିଙ୍ଗିଆ, ୧୦ା୬-ଚାଷ କରି ଆତ୍ମ ନିର୍ଭରଶୀଳ ହୋଇ ପାରିଥିଲେ ମଧ୍ୟ ଦିନକୁ ଦିନ ପାଣି ସମସ୍ୟା ଏଥିରେ ଅନ୍ତରାୟ ସାଜୁଛି। ନଦୀ, ଚୂଆରୁ ପାଣି ଆଣି...

Coronavirus Update

Archives

Model This Week

Why Dharitri