ପୂର୍ବ ଶତ୍ରୁତାରୁ ବିଭତ୍ସ ହତ୍ୟାକାଣ୍ଡ: ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ପଡ଼ିଛି ରକ୍ତ ଭିଜା ମୃତଦେହ

ସୋନପୁର/ତରଭା,୨୧।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଅନ୍ତର୍ଗତ ଦଇତପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । କଟାପାଲି ପଞ୍ଚାୟତ ଅରଖାପଦର ଗାଁର ପିତାମ୍ବର ମହାକୁର(୪୫)ଙ୍କୁ ଦଇତପୁର ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିେଯୋଗ କରିଛନ୍ତି। ପିତାମ୍ବରଙ୍କ ଦୁଇ ହାତକୁ ଧାରୁଆ ଅସ୍ତ୍ରରେ କାଟି ଦିଆଯାଇଛି । ସେହିପରି ମୁଣ୍ଡରେ ଆଘାତ ଲାଗିଛି। ପୂର୍ବ ଶତ୍ରୁତା କାରଣରୁ ତାଙ୍କୁ ହତ୍ୟା କରା ଯାଇଥିବା ସନ୍ଦେହ କରାଯାଉଛି ।
ଶନିବାର ସକାଳେ ଏ ସମ୍ପର୍କରେ ଜଣା ପଡ଼ିବା ପରେ ତରଭା ଆଇଆଇସି ଡୋଳାମଣି ଭୋଇ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ବଲାଙ୍ଗୀରରୁ ସାଇଣ୍ଟିଫିକ୍‌ ଟିମକୁ ଡକା ଯାଇଛି । ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳପୁର ଅନୁକୂଳଚନ୍ଦ୍ର ସଂଘ ପକ୍ଷରୁ ସହାୟତା

ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍‌ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ୨୦ ହଜାର...

ଆୟୁର୍ବେଦିକ ଚିକିତ୍ସକଙ୍କ ଅସ୍ତ୍ରୋପଚାରକୁ ବିରୋଧ

ଯାଜପୁର ଅଫିସ,୯ା୧୨: ଭାରତୀୟ ଚିକିତ୍ସା କେନ୍ଦ୍ରୀୟ ପରିଷଦ ଓ କେନ୍ଦ୍ରୀୟ ନୀତି ଆୟୋଗ ଦ୍ୱାରା ଜାରି ବିଜ୍ଞପ୍ତିକୁ ଭାରତୀୟ ଚିକିତ୍ସକ ସଂଘ ଯାଜପୁରରୋଡ ଶାଖା ପକ୍ଷରୁ...

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି।...

ଆଜି ଆଉ ୧୩ ଜୀବନ ନେଲା କରୋନା, ୬୬୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ବାଲିଗୁଡ଼ା ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡ଼ା,୧୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା।...

୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର...

ଶ୍ରମିକ ପଞ୍ଜୀକରଣ ନଁ।ରେ ଅର୍ଥ ଆଦାୟ ଅଭିଯୋଗ

ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ...

ବିପଦପୂର୍ଣ୍ଣ ଅବସ୍ଥାରେ ଘାଟି ରାସ୍ତା

କେନ୍ଦୁଝର,୨୬ା୨(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ ନୁଦୁରପଡାଠାରୁ ଖରବା ଦେଇ ତେଲକୋଇ ବ୍ଲକର କାଳିଆହୋତା ପର୍ଯ୍ୟନ୍ତ ବଣଜଙ୍ଗଲ ଓ ପର୍ବତମାଳା ଦେଇ ଦୀର୍ଘ ପ୍ରାୟ ୫୦ କି.ମି....

Play 250+ Trending Games
Archives

Model This Week

Why Dharitri