Posted inଫୁରସତ

ଭୟଙ୍କର ଷ୍ଟଣ୍ଟ

ମୁମ୍ବାଇ: ଲୋକମାନେ ଭାଇରାଲ ହେବା ପାଇଁ ସୋସିଆଲ ମିଡ଼ିଆରେ ବିଭିନ୍ନ ପ୍ରକାର ଭିଡିଓ ଅପ୍‌ଲୋଡ଼ କରୁଛନ୍ତି। ପପୁଲାର ହେବା ପାଇଁ ବିପଜ୍ଜନକ ଷ୍ଟଣ୍ଟ ଦେଖାଉଛନ୍ତି। ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗୁଛି। ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବତୀ ରାସ୍ତାରେ ଭୟଙ୍କର ଷ୍ଟଣ୍ଟ ଦେଖାଉଛନ୍ତି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ଯୁବତୀଙ୍କ ଷ୍ଟଣ୍ଟ ବେଳେ ଜଣେ ସାଇକେଲଆରୋହୀ ତାଙ୍କ ଉପର ଦେଇ ଯାଉଥିବାର ଦେଖାଯାଉଛି। ଇନ୍‌ଷ୍ଟାଗ୍ରାମର @yusufbmx ନାମକ ଏହି ହ୍ୟାଣ୍ଡଲ୍‌ରେ ଭିଡିଓଟି ଶେୟାର କରାଯାଇଛି। ଏଥିରେ ଜଣେ ଯୁବତୀ ରାସ୍ତାରେ ଏଭଳି ଷ୍ଟଣ୍ଟ କରୁଛନ୍ତି, ତାହା ଆପଣ ପୂର୍ବରୁ କେବେ ଦେଖି ନ ଥିବେ। ଯୁବତୀ ଜଣକ ମୁଣ୍ଡ ତଳକୁ କରି ଦୁଇ ଗୋଡ଼କୁ ୧୮୦ ଡିଗ୍ରୀ ଆଙ୍ଗେଲ୍‌ରେ ରଖିଛନ୍ତି। ତା’ପରେ ଜଣେ ଯୁବକ ସାଇକେଲ ଚଳାଇ ଯୁବତୀଙ୍କ ଉପରକୁ ଲମ୍ପ ପ୍ରଦାନ କରି ଷ୍ଟଣ୍ଟ ଦେଖାଉଛନ୍ତି। ଏହି ଭିଡିଓଟି ସୋସିଆଲ ମିଡ଼ିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି l ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri