ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୧୮ ଲୋକଙ୍କ ମୃତ୍ୟୁ, ଅନେକ ଅଞ୍ଚଳ ଅନ୍ଧାର

ଓ୍ବାଶିଂଟନ,୨୭।୫: ସେଣ୍ଟ୍ରାଲ ଆମେରିକାରେ ଘାତକ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଝଡ଼ରେ ପିଲାମାନଙ୍କ ସମେତ ୧୮ଜଣଙ୍କ ଜୀବନ ଯାଇଛି। ସିଏନଏନ ଏହି ସୂଚନା ଦେଇଛି । ଲକ୍ଷ ଲକ୍ଷ ଲୋକ ଏହି ଝଡ଼ର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଝଡ଼ ପୂର୍ବ ଦିଗକୁ ଗଲାବେଳେ କୁଆପଥର ମାଡ ହେବାର ସମ୍ଭାବନା ମଧ୍ୟ ପ୍ରକାଶ କରିଛି।
ନିକଟରେ ରବିବାର ୧୦୯ ମିଲିୟନରୁ ଅଧିକ ଲୋକ ଭୟଙ୍କର ପବନର ଶିକାର ହୋଇଥିଲେ। ଘୂର୍ଣ୍ଣିବଳୟର ସବୁଠାରୁ ଖରାପ ଇଲିନୋଇସ, କେଣ୍ଟୁକି, ମିସୌରୀ ଏବଂ ଟେନେସିର କିଛି ଅଂଶରେ ଦେଖିବାକୁ ମିଳିଥିଲା। ଏହି ଝଡ଼ ଦ୍ୱାରା ଅନେକ ଅଟ୍ଟାଳିକା ମଧ୍ୟ ନଷ୍ଟ ହୋଇଯାଇଛି।
ସୂଚନାଯୋଗ୍ୟ, ଏହି ଝଡ଼ ଯୋଗୁଁ ୧୩ ଟି ରାଜ୍ୟରେ ହଜାର ହଜାର ଲୋକଙ୍କ ଘରେ ବିଦ୍ୟୁତ କାଟ ହୋଇଥିଲା। କେଣ୍ଟୁକିରେ ସବୁଠାରୁ ବଡ ଅଘଟଣ ଘଟିଥଲା, ଯେଉଁଠାରେ ପ୍ରାୟ ୧୩୫,୦୦୦ ଗ୍ରାହକଙ୍କର ବିଦ୍ୟୁତ ସଂଯୋଗରେ ନଥିଲା। ବର୍ତ୍ତମାନ ୬୪୨,୦୦୦ରୁ ଅଧିକ ଲୋକ ଅନ୍ଧାରରେ ଅଛନ୍ତି। କୁହାଯାଉଛି ଯେ ବର୍ତ୍ତମାନ ନ୍ୟୁ ଇଂଲଣ୍ଡର ଦକ୍ଷିଣ ଉପକୂଳରେ ଅତି କମରେ ୧୨୦ ନିୟୁତ ଲୋକ ଏହି ଝଡ଼ର ବିପଦରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri