ହାଇଓ୍ବେରେ ପଛକୁ ପଛ ବାଡେଇ ହେଲା ୬୦ ଗାଡ଼ି

ପେନ୍ନସିଲଭେନିଆ,୨୯।୩: ଆମେରିକାର ପେନ୍ନସିଲଭେନିଆ ହାଇଓ୍ବେରେ ପଛକୁ ପଛ ବାଡ଼େଇ ହୋଇ ୫୦ରୁ ୬୦ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରବଳ ତୁରଷାପାତ ଯୋଗୁ ସ୍କୁକିଲ କାଉଣ୍ଟିରେ ଇଣ୍ଟରଷ୍ଟେଟ୍‌ ୮୧ ହାଇଓ୍ବେରେ ସୋମବାର ସକାଳ ପ୍ରାୟ ୧୦ଟା ୩୦ରେ ଏଭଳି ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।

ପେନ୍ନସିଲଭେନିଆ ହାଇଓ୍ବେରେ ପ୍ରାୟ ୫୦ରୁ ୬୦ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟ୍ରକ, ଟ୍ରାକ୍ଟର, ଟ୍ରେଲର୍ସ ଏବଂ କାର ରହିଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ତେବେ ଜିରୋ ଭିଜିବିଲିଟି ଯୋଗୁ ଏଭଳି ଘଟଣା ଘଟିଥିବା ସେ କହିଛନ୍ତି। ଏହି ସିରିଜ୍‌ ଦୁର୍ଘଟଣାର ଭିଡିଓ ୟୁଟ୍ୟୁବରେ ଶେୟାର କରାଯାଇଛି।

ଭିଡିଓରେ ତୁଷାରପାତ ଯୋଗୁ ରାସ୍ତାରେ ବରଫ ଜମି ରହିଥିବାରୁ ଗାଡ଼ିଗୁଡ଼ିକ ନିୟନ୍ତ୍ରଣ ହରାଇ ପରସ୍ପର ସହ ବାଡ଼େଇ ହେଉଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା ପରେ କିଛି ଗାଡ଼ିରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ଡ୍ରାଇଭର, ଯାତ୍ରୀ ରାସ୍ତା ପାର୍ଶ୍ୱକୁ ଆସି ଅନ୍ୟ ଚାଳକଙ୍କୁ ଉଦ୍ଧାର କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri