ପୁଣି ଆତଙ୍କ, ଦେଶରେ ୭୩ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୬।୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ଏବଂ କେରଳରେ ୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଦେଶରେ ଓମିକ୍ରନଙ୍କ ସଂଖ୍ୟା ୭୩କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରରେ ୩୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭିରୋଲୋଜିର ରିପୋର୍ଟ ଅନୁଯାୟୀ କେତେକ ରୋଗୀଙ୍କଠାରେ କୌଣସି ପ୍ରକାରର ଲକ୍ଷଣ ଦେଖାଯାଇ ନାହିଁ। ଓମିକ୍ରନ ଦ୍ୱାରା ପଶ୍ଚିମବଙ୍ଗର ମୁର୍ସିଦାବାଦରେ ୭ ବର୍ଷର ଶିଶୁ ଆକ୍ରାନ୍ତ ହୋଇଛନ୍ତି। ଇତିମଧ୍ୟରେ ଓମିକ୍ରନ, ୭୭ ଟି ଦେଶରେ ବ୍ୟାପିଛି। ୟୁରୋପୀୟ ୟୁନିଅନ କହିଛି ଯେ, ଜାନୁଆରୀ ମଧ୍ୟଭାଗରେ ଓମିକ୍ରନ ୟୁରୋପରେ ବ୍ୟାପିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri