Posted inଜାତୀୟ

ନୂଆ ବର୍ଷରେ ଏହି ସୀମାନ୍ତ ରାଜ୍ୟଗୁଡ଼ିରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟ ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦିନକ ପରେ ପୁରୁଣା ବର୍ଷକୁ ବିଦାୟୀ ଦିଆଯାଇ ନୂଆବର୍ଷକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଆତଙ୍କବାଦୀମାନେ ନୂଆ ବର୍ଷ ଅବସରରେ ଏକ ବଡ଼ ଷଡଯନ୍ତ୍ର ରଚିପାରନ୍ତି ବୋଲି ଗୋଇନ୍ଦା ବିଭାଗ (ଇଣ୍ଟେଲିଜେନ୍ସ ବ୍ୟୁରୋ) ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ରୀୟ ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନ୍‌ପୁଟ ଆଧାରରେ ପାକିସ୍ତାନ ସୀମାବର୍ତ୍ତୀ ଉତ୍ତର ଭାରତୀୟ ରାଜ୍ୟରେ ପୋଲିସ ଷ୍ଟେସନ ଏବଂ ସରକାରୀ ଅଟ୍ଟାଳିକା ଉପରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ନୂଆ ବର୍ଷରେ ଜମ୍ମୁ-କଶ୍ମୀରରୁ ପଞ୍ଜାବ ପର୍ଯ୍ୟନ୍ତ ‘ଆତଙ୍କବାଦୀ ଆଲର୍ଟ’ ଜାରି କରାଯାଇଛି। ଯେଉଁଥିରେ ପଞ୍ଜାବ ପୋଲିସକୁ ସତର୍କ ରହିବାକୁ କୁହାଯାଇଛି। ନିକଟରେ ପଞ୍ଜାବ ପୋଲିସ ପାକିସ୍ତାନ ସୀମାରୁ ଚୋରା ଚାଲାଣକାରୀଙ୍କ ଏକ ନେଟୱାର୍କକୁ ଧରିଥିଲା। ଏଥିରେ ୨ଜଣ ଅନୁପ୍ରବେଶକାରୀଙ୍କୁ ହିରୋଇନ ଏବଂ ଅସ୍ତ୍ରଶସ୍ତ୍ର ସହ ଗିରଫ କରାଯାଇଥିଲା। ଅନ୍ୟପଟେ ଗତ କିଛି ମାସ ଧରି ପାକିସ୍ତାନ ସୀମାରୁ ଡ୍ରୋନ ମାମଲା ବୃଦ୍ଧି ପାଇବାରେ ଲାଗିଛି। ହେଲେ ସେମାନଙ୍କ ମନ୍ଦ କାର୍ଯ୍ୟକଳାପକୁ ଭାରତୀୟ ସେନା ପଣ୍ଡ କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri