ଇରାନ ସୀମାରେ ପାକିସ୍ତାନ ସେନାଙ୍କ ଉପରେ ଆତଙ୍କବାଦୀ ଆକମ୍ରଣ, ୪ ଯବାନ ମୃତ

ଇସଲାମାବାଦ,୨।୪: ପାକିସ୍ତାନର ବଲୁଚିସ୍ତାନରେ ସେନା ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଇରାନ ସୀମା ନିକଟରେ ଏକ ଚରମପନ୍ଥୀ ସଙ୍ଗଠନ ଦ୍ୱାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୪ ପାକିସ୍ତାନୀ ସେନାଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଏପ୍ରିଲ ୨ରେ ପାକସ୍ତାନ ସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାକିସ୍ତାନର ଇଣ୍ଟର-ସର୍ଭିସେସ ପବ୍ଲିକ ରିଲେସନନ୍ସ(ଆଇଏସପିଆର)ର ବୟାନରେ କୁହାଯାଇଛି, ପାକିସ୍ତାନ ଇରାନ ବର୍ଡର ନିକଟରେ ବଲୁଚିସ୍ତାନର କେଚ ଜିଲାରେ ସ୍ଥିତ ଜଲଗାଇ ସେକ୍ଟରରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯେଉଁଥିରେ ଆମର କେତେଜଣ ଯବାନ ଶହୀଦ ହୋଇଛନ୍ତି। ବୟାନରେ କୁହାଯାଇଛି କି ଏହି ଆକ୍ରମଣ ଇରାନରେ ଅପରେଟ କରୁଥିବା ଆତଙ୍କବାଦୀମାନେ କରିଛନ୍ତି। ହେଲେ ଏବେ ପର୍ଯ୍ୟନ୍ତ ଏହି ଆକ୍ରମଣ ପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri