ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ ପହଞ୍ଚିଛି।
ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ପହଞ୍ଚିଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ରହିଛି। ଦିଲ୍ଲୀର ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି। ସେହିପରି ତାମିଲନାଡୁରେ ୩୪ ତେଲେଙ୍ଗାନାରେ ୨୪, ରାଜସ୍ଥାନରେ ୨୧, କର୍ନାଟକରେ ୧୯, କେରଳରେ ୧୫, ଗୁଜୁରାଟରେ ୧୪, ଜମ୍ମୁ-କଶ୍ମୀରରେ ୩, ଓଡ଼ିଶାରେ ୨, ଉତ୍ତରପ୍ରଦେଶରେ ୨, ଆନ୍ଧ୍ରପ୍ରଦେଶରେ ୨, ଚଣ୍ଡିଗଡ଼ରେ ୧, ଲଦାଖରେ ୧, ପଶ୍ଚିମବଙ୍ଗରେ ୧ ଏବଂ ଉତ୍ତରାଖଣ୍ଡରେ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଯାଏ ମିଳିନି ପୁଲଓ୍ବାମା ଉତ୍ତର: ଏନ୍‌ଆଇଏ ହାତ ଖାଲି

ନୂଆଦିଲ୍ଲୀ,୧୫ା୨: ଠିକ୍‌ ବର୍ଷକ ତଳେ ଅର୍ଥାତ୍‌ ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରସ୍ଥିତ ପୁଲଓ୍ବାମା ଜିଲା ଲେଥ୍‌ପୋରାରେ ଘଟିଥିଲ ଆମତ୍ଘାତୀ ବିସ୍ଫୋରଣ। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ...

ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ କରୋନା ସଂକ୍ରମଣରେ ପରଲୋକ

ତ୍ରିପୋଲି,୬ ।୪: କରୋନା ସଂକ୍ରମଣ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ କାୟା ବିସ୍ତାର କରି ସାରିଥିବା ବେଳେ ଛୋଟବଡ କେହିବି ଏଥିରୁ ବାଦ୍ ପଡୁ...

କୋର୍ଟ ଶୁଣାଣିର ମିଡ଼ିଆ ରିପୋର୍ଟିଂ ରୋକା ଯାଇ ପାରିବ ନାହିଁ: ଇସିଙ୍କୁ ଏସ୍‌ସିଙ୍କ ଉତ୍ତର..

ନୂଆଦିଲ୍ଲୀ,୬।୫: କୋର୍ଟ ଶୁଶାଣିର ମିଡ଼ିଆ ରିପୋର୍ଟିଂକୁ ରୋକା ଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ(ଏସ୍‌ସି) ନିର୍ବାଚନ ଅୟୋଗ(ଇସି)ଙ୍କୁ ଉତ୍ତର ଦେଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ କଡ଼ା ଟିପ୍ପଣୀ...

ତେଜସ୍ୱୀ-ଚିରାଗଙ୍କ ମେଣ୍ଟ ଦେଖିବାକୁ ଚାହାନ୍ତି ଲାଲୁ

ପାଟନା,୩ ।୮: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ମଙ୍ଗଳବାର କହିଛନ୍ତି ବିଗତ ଦିନରେ ଲୋକ ଜନଶକ୍ତି ପାର୍ଟିରେ ଯାହା କିଛି ଘଟିଛି...

କୋଭିଡ୍‌ ଯୋଦ୍ଧାଙ୍କ ସହ କଥାହେଲେ ଡିଜିପି

କଟକ ଅଫିସ,୬ା୮: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ କରୋନାରୁ ସୁସ୍ଥ ହୋଇଥିବା ପୋଲିସ ବିଭାଗର କୋଭିଡ୍‌ ଯୋଦ୍ଧାଙ୍କ ସହ ବୁଧବାର ଭିଡିଓ କନଫରେନ୍ସରେ କଥା ହୋଇଛନ୍ତି।...

ଲକ୍‌ଡାଉନ୍‌: ୧୪ ଦିନରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବା ଗତ ୫ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ୧୪ ଦିନିଆ ଲକ୍‌ଡାନ୍‌କୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାରଠାରୁ...

ଟିଏମ୍‌ସିରେ ଯୋଗଦେଲେ ଟେନିସ୍‌ ଷ୍ଟାର୍‌

ନୂଆଦିଲ୍ଲୀ,୨୯।୧୦: ଟିଏମ୍‌ସିରେ ବିଭିନ୍ନ  ବ୍ୟକ୍ତି ବିଶେଷ ଯୋଗ ଦେବାରେ ଲାଗିଲେଣି। ଅଭିନେତ୍ରୀ ନଫିସା ଅଲ୍ଲୀଙ୍କ ପରେ ଏବେ ପୂର୍ବତନ ଭାରତୀୟ ଟେନିସ୍‌ ଚାମ୍ପିଆନ୍‌ ଲିଆଣ୍ଡର ପେସ୍‌...

‘ଭଗବାନ କୃଷ୍ଣ ସେମାନଙ୍କୁ ଅଭିଶାପ ଦେବେ’

ଲକ୍ଷ୍ନୌ,୪।୧: ସରକାରରେ ଥାଇ ଯେଉଁମାନେ ମଥୁରା ଏବଂ ବୃନ୍ଦାବନ ପାଇଁ କିଛି କରି ନାହାନ୍ତି, ସେମାନଙ୍କୁ ଭଗବାନ କୃଷ୍ଣ ଅଭିଶାପ ଦେବେ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ...

Advertisement
Archives

Model This Week