ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ଓମିକ୍ରନ୍‌ ବ୍ୟାପିବାର ଆଶଙ୍କା ରହିଛି। ତେବେ ଏହାର ସଂକ୍ରମଣ ଯୋଗୁ ଲୋକେ ଅଧିକ ଗୁରୁତର ହେବା ଆଶଙ୍କା କମ୍‌ ବୋଲି ହଂକଂ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟ ଏହା ଦର୍ଶାଯାଇଛି। ଶ୍ୱାସନଳୀରେ ୨୪ ଘଣ୍ଟା ମଧ୍ୟରେ ଓମିକ୍ରନ୍‌ ଶୀଘ୍ର ସଂକ୍ରମଣ କରିଥାଏ ବୋଲି ଗବେଷକ ଦଳର ନେତୃତ୍ୱ ନେଇଥିବା ମାଇକେଲ୍‌ ଚାନ୍‌ ଚି-ଓ୍ବି କହଛନ୍ତି।

ତେବେ ସଚେତନତା ଜରୁରୀ। ଏହା ଦ୍ୱାରା ଓମିକ୍ରନ୍‌ ସଂକ୍ରମଣରୁ ଦୂରେଇ ରହିହେବ। ଏହା ଦ୍ୱାରା ଆଇସିୟୁରେ ଭର୍ତ୍ତି ହେବା ଭଳି ସ୍ଥିତି ଆସିବ କମ୍‌ ରହିବ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri