ତୃତୀୟ ଲହର ଆଶଙ୍କା ନେଇ ଆତଙ୍କ: ରାଜସ୍ଥାନରେ ୬୦୦ରୁ ଅଧିକ ଶିଶୁ ଆକ୍ରାନ୍ତ…

ଜୟପୁର,୨୪।୫: କରୋନାର ତୃତୀୟ ଲହର ଆଶଙ୍କା ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନର ଦୌସା ଏବଂ ଡୁଙ୍ଗରପୁର ଦୁଇ ଜିଲାରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୌସା ଜିଲାରେ ମେ ୧ରୁ ୨୧ ମଧ୍ୟରେ ୧୮ ବର୍ଷରୁ କମ୍‌ ୩୪୧ ପିଲା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଡୁଙ୍ଗରପୁର ଜିଲାରେ ମେ‘ ୧୨ରୁ ୨୨ ମଧ୍ୟରେ ୨୫୫ ଛୋଟ ପିଲାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏସମ୍ପର୍କରେ ସୂଚନା ଦିଆଯାଇଛି। ଡୁଙ୍ଗରପୁର ଜିଲାପାଳ ସୁରେଶ କୁମାର ଓଲା ଜିଲାରେ ଶିଶୁଙ୍କଠାରେ କରୋନା ସଂକ୍ରମଣ ସାଧାରଣ ଥିବା କହିଥିଲେ। ମାତ୍ର ସିଏମ୍‌ଓ ରାଜୋ ଶର୍ମା ଏହାକୁ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri