Posted inଜାତୀୟ

ରାମ ମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଯୋଜନା…ଜୈଶ-ଏ-ମହମ୍ମଦ ରଚିଛି ପ୍ଲାନ

ନୂଆଦିଲ୍ଲୀ,୧୬ ।୧: ଗଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲୀ ସମେତ କିଛି ବଡ ବଡ ସହର ଉପରେ ନଜର ରଖିଛନ୍ତି ଆତଙ୍କବାଦୀ । ଇଣ୍ଟଲିଜେନ୍ସ ଏଜେନ୍ସିକୁ ଗୁପ୍ତ ସୂଚନା ମିଳିଛି କି ଆତଙ୍କବାଦୀମାନେ ଅଯୋଧ୍ୟାର ରାମ ମନ୍ଦିରକୁ ସେମାନଙ୍କର ଟାର୍ଗେଟ କରିପାରନ୍ତି । ଏଜେନ୍ସି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାମ ମନ୍ଦିରରେ ସୁଇସାଇଡ ବମ୍ବର ଜରିଆରେ ଆକ୍ରମଣ କରିବାର ଯୋଜନା କରାଯାଉଛି ।

ଏଜେନ୍ସିକୁ ଇନପୁଟ ମିଳିଛି କି ଆଗାମୀ କିଛି ଦିନ ମଧ୍ୟରେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ରାମ ମନ୍ଦିର ଉପରେ ଆକ୍ରମଣ କରିବାର ଯୋଜନା କରୁଛନ୍ତି । ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନ ଏହି ଆକ୍ରମଣର ଯୋଜନା କରିଛି । ନେପାଳ ରାସ୍ତା ଦେଇ ଭାରତରେ ସୁଇସାଇଡ ସ୍କ୍ୱାର୍ଡ ଅର୍ଥାତ୍ ଆତ୍ମଘାତି ଆକ୍ରମଣକାରୀ ପଠାଇ ଆକ୍ରମଣର ପ୍ଲାନ ପ୍ରସ୍ତୁତ କରାଯାଇଛି । ସୂଚନାଯୋଗ୍ୟ, ରାମ ମନ୍ଦିର ନିର୍ମାଣର ୫୦ ପ୍ରତିଶତ କାମ ଶେଷ ହୋଇଗଲାଣି । ଏଠାରେ ସୁରକ୍ଷା ବି କଡା କଡି ରଖାଯାଇଛି । ଏବେ ଏହି ସୂଚନା ମିଳିବା ପରେ ଉତ୍ତର ପ୍ରଦେଶ ପୋଲିସ ଆହୁରି ଆଲର୍ଟ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri