Posted inଜାତୀୟ

ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ, ଡାକ୍ତର-ଶିକ୍ଷକ-କନଷ୍ଟେବଳ ନିଲମ୍ବିତ…

ଶ୍ରୀନଗର,୨୨।୧୧ : ଆତଙ୍କବାଦୀ କାର୍ଯ୍ୟକଳାପ ବିରୋଧରେ କଡା ପଦକ୍ଷେପ ଲାଗୁ କରିବାକୁ ଜମ୍ମୁ-କଶ୍ମୀର ସରକାର ପ୍ରମୁଖ ପଦକ୍ଷେପ ନେଇଛନ୍ତି। ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ହୋଇଛି। ଜଣେ ଡାକ୍ତର, ଶିକ୍ଷକ ଏବଂ କନଷ୍ଟେବଳଙ୍କ ସମେତ ୪ ଜଣ ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ଚାରିଜଣଙ୍କୁ ନିଲମ୍ବିତ କରାଯାଇଛି।

ସୂଚନାନୁସାରେ, ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗରେ ଡାକ୍ତର, ପୋଲିସ କନଷ୍ଟେବଳ, ଜଣେ ଶିକ୍ଷକ ଏବଂ ଲାବୋରେଟୋରୀ ଦାୟିତ୍ୱରେ ଥିବା ଉଚ୍ଚଶିକ୍ଷା ବିଭାଗର ଜଣେ କର୍ମଚାରୀଙ୍କ ସମେତ ଚାରିଜଣଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ଏବଂ ଅନୁସନ୍ଧାନକାରୀ ସଂସ୍ଥା ଏହି ଘଟଣାର ତଦନ୍ତ କରୁଛନ୍ତି।

ଜମ୍ମୁ-କଶ୍ମୀର ସରକାର ଭାରତର ସମ୍ବିଧାନର ଧାରା ୩୧୧ର ଧାରା (୨) ର ଉପ-ଧାରା (ଗ) ଅନୁଯାୟୀ ଚାରିଜଣ ସରକାରୀ କର୍ମଚାରୀଙ୍କୁ ସେବାରୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri