ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି, କ୍ୱାଡ୍‌ ନେତାଙ୍କ ମିଳିତ ମତ…

ଓ୍ବାଶିଂଟନ,୨୫।୯: ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି ଜାରି ରହିଛି। ଏନେଇ କ୍ୱାଡ୍‌ ନେତାମାନେ ପାକିସ୍ତାନ ଉଦ୍ଦେଶ୍ୟରେ ଏଭଳି ମିଳିତ ମତ ପ୍ରଦାନ କରିଛନ୍ତି। ଆତଙ୍କବାଦ ଉପରେ କ୍ୱାଡ ନେତା ମତପୋଷଣ କରିଛନ୍ତି ଯେ, ଆତଙ୍କବାଦୀ ପ୍ରକ୍ସି ବ୍ୟବହାରକୁ ଆମେ ନିନ୍ଦା କରୁଛୁ ଏବଂ ଆତଙ୍କବାଦୀ ଗୋଷ୍ଠୀକୁ କୌଣସି ଲଜିଷ୍ଟିକ, ଆର୍ଥିକ କିମ୍ବା ସାମରିକ ସମର୍ଥନକୁ ଅସ୍ବୀକାର କରିବା ଉପରେ ଗୁରୁତ୍ୱାରୋପ କରିଛୁ, ଯାହା ସୀମା ଆକ୍ରମଣ ସମେତ ଆତଙ୍କବାଦୀ ଆକ୍ରମଣ ଆରମ୍ଭ କିମ୍ବା ଯୋଜନା ଭଳି କାର୍ଯ୍ୟକଳାପ କ୍ଷେତ୍ରରେ ଲାଗୁ ହେବ। ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନ ଆଦି କ୍ୱାଡ୍‌ ନେତାମାନେ ଆତଙ୍କବାଦୀ ସଂଗଠନକୁ ସମର୍ଥନ ପ୍ରଦାନ କରାଯାଉଥିବା ସମ୍ବେଦନଶୀଳ ପ୍ରସଙ୍ଗକୁ ବିରୋଧ କରିଛନ୍ତି।

ଶୁକ୍ରବାର  ହ୍ବାଇଟ ହାଉସରେ ପ୍ରଥମ ବ୍ୟକ୍ତିଗତ କ୍ୱାଡ ଶିଖର ସମ୍ମିଳନୀ ପରେ ଜାରି ହୋଇଥିବା ମିଳିତ ବିବୃତ୍ତିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାପାନର ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗା ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ ମୋରିସନ କହିଛନ୍ତି ଯେ ସେମାନେ କୂଟନୈତିକ, ଆର୍ଥିକ ସ୍ତରରେ ନିକଟତର ହେବେ।

ଆଫଗାନିସ୍ତାନ ପ୍ରତି ମାନବିକ ଅଧିକାର ନୀତି ଏବଂ ଦକ୍ଷିଣ ଏସିଆରେ ଆତଙ୍କବାଦ ବିରୋଧୀ ତଥା ମାନବିକ ସହଯୋଗକୁ ଅଧିକ ପ୍ରଭାବଶାଳୀ କରିବାକୁ କ୍ୱାଡ୍‌ ନେତା ଗୁରୁତ୍ୱାରୋପ କରିଛନ୍ତି। ମିଳିତ ବିବୃତ୍ତିରେ କୁହାଯାଇଛି ଯେ କ୍ୱାଡ୍‌ ଆତଙ୍କବାଦୀ ପ୍ରକ୍ସି ବ୍ୟବହାରକୁ ନିନ୍ଦା କରୁଛି।

କ୍ୱାଡ ନେତାମାନେ କହିଛନ୍ତି ଯେ ଆଫଗାନିସ୍ତାନକୁ କୌଣସି ଦେଶ ଧମକ ଦେବା କିମ୍ବା ଆକ୍ରମଣ କରିବା କିମ୍ବା ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା କିମ୍ବା ତାଲିମ ଦେବା, କିମ୍ବା ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଯୋଜନା କରିବା କିମ୍ବା ଅର୍ଥ ଦେବା ପାଇଁ ବ୍ୟବହାର କରାଯିବା ଉଚିତ ନୁହେଁ। ଆଫଗାନିସ୍ତାନରେ ଆତଙ୍କବାଦର ମୁକାବିଲା କରିବା ଗୁରୁତ୍ୱକୁ ସେମାନେ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri