Posted inଜାତୀୟ

ଆତଙ୍କବାଦ ସବୁଠୁ ବଡ଼ ସମସ୍ୟା

ନୂଆଦିଲ୍ଲୀ, ୧୮ା୧୧: ଆତଙ୍କବାଦ ବିଶ୍ୱ ଲାଗି ଏବେ ବଡ଼ ବିପଦ ପାଲଟିଛି। ଆତଙ୍କବାଦୀଙ୍କୁ ସମର୍ଥନ ଓ ସହାୟତା ଦେଉଥିବା ଦେଶକୁ ଦୋଷ ଦେବା ସହ ଏହା ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଏଥିଲାଗି ମିଳିତ ପଦକ୍ଷେପର ଆବଶ୍ୟକତା ରହିଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ୫ ଦେଶୀୟ ବ୍ରିକ୍ସ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ମୋଦି ପରୋକ୍ଷରେ ପାକିସ୍ତାନ ଓ ଚାଇନାକୁ ସମାଲୋଚନା କରିଛନ୍ତି।
ବ୍ରିକ୍ସ ସମ୍ମିଳନୀରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଅଧ୍ୟକ୍ଷତା କରିଥିବାବେଳେ ଚାଇନା ରାଷ୍ଟ୍ରପତି ଶି. ଜିନ୍‌ପିଙ୍ଗ, ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍‌ ରାମଫୋସା ଯୋଗଦେଇଥିଲେ। ଏହି ଅବସରରେ ମୋଦି ଜାତିସଂଘ ସୁରକ୍ଷା ପରିଷଦ, ବିଶ୍ୱ ବାଣିଜ୍ୟ ସଙ୍ଗଠନ, ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠିର ସଂସ୍କାର ଜରୁରୀ ବୋଲି ପ୍ରକାଶ କରିଥିଲେ। କରୋନା ମହାମାରୀକୁ ନେଇ ସେ ଭାରତୀୟ ଟିକା ଉତ୍ପାଦନ ଓ ଯୋଗାଣ ମାନବ ଜାତିର ସ୍ବାର୍ଥ ଲାଗି ଉଦ୍ଦିଷ୍ଟ ବୋଲି ମତ ଦେଇଥିଲେ। ଭାରତ ଏଥିଲାଗି ଜୋର୍‌ଦାର ପ୍ରସ୍ତୁତି ଚଳାଇଛି। ମହାମାରୀ ପରେ ଦେଶ ଦ୍ରୁତ ବିକାଶ ଆଡ଼କୁ ମୁହାଁଇବ ବୋଲି ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡଷ୍ଟ୍ରି ସମସ୍ତଙ୍କର: ମୁକେଶ ଖାନ୍ନା

ମୁମ୍ବାଇ,୧୯।୯: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ବଲିଉଡରେ ବର୍ତ୍ତମାନ ତୁ ତୁ ମେମେ ଲାଗି ରହିଛି। ସୋମବାର...

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ...

ଶିକ୍ଷକଙ୍କ ବଦଳି ଶୁଣି ବିକଳରେ କାନ୍ଦିଲେ ଛାତ୍ରୀଛାତ୍ର: ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଭୋପାଳ,୧୯।୮: ସରକାରୀ ଚାକିରିରେ ବଦଳି ହେବା ଏକ ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ କଟନିରେ ଥିବା ଏକ ସ୍କୁଲରେ ଶିକ୍ଷକଙ୍କ ବଦଳି ଖବର ଶୁଣି ଛାତ୍ରୀଛାତ୍ର...

ରବର ଷ୍ଟାମ୍ପ୍‌ ଭଳି କାମ କରିବାକୁ ଚାହୁଁଛନ୍ତି ସରକାର…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ...

ବଢୁଛି ଥଣ୍ଡା: ଏଲ୍‌ଓସି ହେଉଛି ଚଳଚଞ୍ଚଳ

ଶ୍ରୀନଗର,୨୦।୧୨: ଧୀରେଧୀରେ ଥଣ୍ଡା ବଢ଼ିବାରେ ଲାଗିଛି। ତେବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉଭୟପକ୍ଷ ସକ୍ରିୟ ରହିବା ସହିତ ସ୍ଥାନୀୟ କ୍ଷେତ୍ର ଚଳଚଞ୍ଚଳ ହେବାରେ...

୨୭ରେ ଟିଏମ୍‌ସିର ସିଏଏ ବିରୋଧୀ ସଂକଳ୍ପନାମା

କୋଲକାତା,୨୨ା୧(ପି.ଟି.): ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଆଣିବ। ନୂଆ ନାଗରିକତ୍ୱ ଆଇନ ବିରୋଧରେ ଜାନୁୟାରୀ ୨୭ରେ ଗୃହରେ ପ୍ରସ୍ତାବ...

ଅନନ୍ତନାଗ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରେନେଡ ଆକ୍ରମଣ: ସରପଞ୍ଚ ସମେତ ୨ମୃତ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମଙ୍ଗଳବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅନନ୍ତନାଗରେ ଥିବା ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ କରିଛନ୍ତି। ଏହି ଦୁର୍ଘଟଣାରେ ସରପଞ୍ଚ...

୭୦୦ ସୁପର ସ୍ପ୍ରେଡର ଚିହ୍ନଟ

ଅହମଦାବାଦ,୧୭।୫(ପି.ଟି.): ଗୁଜରାଟର ଅହମଦାବାଦରେ ସପ୍ତାହକ ମଧ୍ୟରେ ୭୦୦ କରୋନା ସୁପର ସ୍ପ୍ରେଡର ଚିହ୍ନଟ ହୋଇଛନ୍ତି। ୭ରୁ ୧୪ ତାରିଖ ମଧ୍ୟରେ ସହରର ଦୋକାନୀମାନଙ୍କର ସ୍କ୍ରିନିଂ ପରେ...

Advertisement


Archives

Model This Week