Posted inଜାତୀୟ

‘ଆତଙ୍କବାଦ ସବୁଠୁ ବଡ଼ ଆଞ୍ଚଳିକ ଚ୍ୟାଲେଞ୍ଜ’

ନୂଆଦିଲ୍ଲୀ, ୧।୧୨(ପି.ଟି.): ଆତଙ୍କବାଦ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଚ୍ୟାଲେଞ୍ଜ ବୋଲି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ରେ ଭାରତ କହିଛି। ଏହି ଭର୍ଚୁଆଲ ବୈଠକରେ ଭାଗନେଇ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ମୁଖ୍ୟତଃ ସୀମାପାର ଆତଙ୍କବାଦ ପ୍ରସଙ୍ଗରେ କହିବା ସହ ଏହା ବିରୋଧରେ ମିଳିତ ଲଢ଼େଇ ପାଇଁ ଆହ୍ବାନ ଦେଇଥିଲେ। ପାକିସ୍ତାନକୁ ଇଙ୍ଗିତ କରି ସେ କହିଥିଲେ, କେତେକ ଦେଶ ଆତଙ୍କବାଦକୁ ରାଷ୍ଟ୍ର ନୀତିର ଅଂଶବିଶେଷ କରିଥିବାରୁ ଏହା ଚିନ୍ତାର ବିଷୟ ହୋଇଛି। ଆତଙ୍କବାଦର ମୂଳପୋଛ ହେଲେ ଉକ୍ତ ଅଞ୍ଚଳ ବାସ୍ତବ ସାମର୍ଥ୍ୟକୁ ହୃଦୟଙ୍ଗମ କରିପାରିବ। ଏସ୍‌ସିଓରେ ଜାଣିଶୁଣି ଦ୍ୱିପାକ୍ଷିକ ପ୍ରସଙ୍ଗ ଉଠାଯିବା ଦୁର୍ଭାଗ୍ୟଜନକ ବୋଲି ଭେଙ୍କିୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିଆଣାରେ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୫: ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ରାଜ୍ୟସରକାର ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉତ୍ତରପ୍ରଦେଶ ଓ ଦିଲ୍ଲୀ ପରେ...

କିଏ ସେହି ଡାନିସ୍‌ ଅନ୍‌ସାରୀ? ଏକମାତ୍ର ମୁସଲମାନ୍‌ ଯାହାକୁ ମିଳିଲା ମନ୍ତ୍ରୀପଦ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ଯୋଗୀଙ୍କ ୨.୦ ସରକାରରେ ପୂର୍ବଭଳି ୨...

ସରକାର ଗଠନ ବିଳମ୍ବିତ

ମୁମ୍ବାଇ,୮-୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନ ବିଳମ୍ବିତ ହୋଇଛି। ତ୍ରୟୋଦଶ ବିଧାନସଭା ଅବଧି ଶେଷ ହେବାକୁ ୨୪ ଘଣ୍ଟାରୁ କମ୍‌ ସମୟ ବାକି ଥିବାବେଳେ କେଉଁ ଦଳ...

ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି...

କର୍ତ୍ତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ,୨୪।୧୦: ଭାରତ ଓ ପାକିସ୍ତାନ କର୍ତ୍ତାରପୁର କରିଡରକୁ ନେଇ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶର ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀଙ୍କ ଉପସ୍ଥିତିରେ ଏହି ଚୁକ୍ତି...

ଅପରେଶନ ଏୟାର ଲିପ୍ଟ: ଭାରତୀୟଙ୍କୁ ଆଣିବାକୁ ରୋମାନିୟା, ହଙ୍ଗେରୀ ଯିବାକୁ ପ୍ରସ୍ତୁତ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୨୬ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ବିବାଦ ମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଶନିବାର ରୋମାନିୟା ଓ ହଙ୍ଗେରି ଅଭିମୁଖେ...

ଆଉ କେତେ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଦେଖିବେ କେନ୍ଦ୍ର ସରକାର: ରାହୁଲ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଇତିମଧ୍ୟରେ ୧୧ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଥିବା...

ଡବ୍ଲ୍ୟୁଏଚ୍‌ଓ ପୂର୍ବରୁ ଭାରତ ଜାରି କଲା କରୋନା ମୃତ୍ୟୁ ସଂଖ୍ୟା ରିପୋର୍ଟ…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନାରେ ଆକ୍ରାନ୍ତ ହୋଇ ଘଟିଥିବା ମୃତକଙ୍କ ସଂଖ୍ୟା ରିପୋର୍ଟ ଭାରତ ପକ୍ଷରୁ ଜାରି କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)...

Advertisement
Archives

Model This Week