Posted inଜାତୀୟ

ଆତଙ୍କବାଦ-ମ୍ୟାଚ୍‌ ଏକାସାଥିରେ ହୋଇ ପାରିବନି, ଭାରତ-ପାକ୍‌ ମ୍ୟାଚ୍‌ ରାଷ୍ଟ୍ରଧର୍ମର ବିରୁଦ୍ଧ…

ନୂଆଦିଲ୍ଲୀ,୨୪।୧୦: ରବିବାର ଟି-୨୦ ବିଶ୍ୱକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହା ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଯଦିଓ ଭାରତୀୟ କ୍ୟାପଟେନ୍‌ ବିରାଟ କୋହଲି ଏବଂ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜମ ଏହି ମ୍ୟାଚକୁ ଏକ ସାଧାରଣ ମ୍ୟାଚ ବୋଲି କହିଛନ୍ତି, କିନ୍ତୁ ଏହା ପାକିସ୍ତାନ ଏବଂ ଭାରତ ପାଇଁ ଏକ ସ୍ବତନ୍ତ୍ର ମ୍ୟାଚ ହେବାକୁ ଯାଉଛି।

ଉଭୟ ଦେଶର ନାଗରିକମାନେ ଦୁଇ-ତିନି ଦିନ ପୂର୍ବରୁ ନିଜ ନିଜ ଦଳର ବିଜୟ ଲାଗି ପ୍ରାର୍ଥନା କରିବା ଆରମ୍ଭ କରିଛନ୍ତି।

ଏପରିସ୍ଥଳେ ଯୋଗ ଗୁରୁ ବାବା ରାମଦେବ ଏକ ବଡ ବିବୃତ୍ତି ଦେଇଛନ୍ତି। ଟି -୨୦ ଭାରତ-ପାକ୍‌ ମ୍ୟାଚ୍‌ ସମ୍ପର୍କରେ ସେ କହିଛନ୍ତି ଯେ, ଏହି ମ୍ୟାଚ ରାଷ୍ଟ୍ରଧର୍ମର ବିରୁଦ୍ଧ।

ଆତଙ୍କବାଦ ଏବଂ ଖେଳ ଏକାଠି ହୋଇପାରିବ ନାହିଁ ବୋଲି ସେ କହିଛନ୍ତି। ନାଗପୁର ବିମାନବନ୍ଦରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରଶ୍ନର ଉତ୍ତର ଦେଇ ବାବା ରାମଦେବ କହିଛନ୍ତି ଯେ ପାକିସ୍ତାନ ଭାରତରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରୁଛି। ତେଣୁ ଆତଙ୍କବାଦ ଏବଂ ଖେଳ ଏକାଠି ଖେଳାଯାଇପାରିବ ନାହିଁ ବୋଲି ସେ କହିଛନ୍ତି। ଖେଳା ଯାଉଥିବା ଏହି ମ୍ୟାଚ ଦେଶର ସ୍ବାର୍ଥରେ ନୁହେଁ, ଏହା ରାଷ୍ଟ୍ରଧର୍ମର ବିରୁଦ୍ଧ।

ଆଇସିସି ଟି -୨୦ ବିଶ୍ୱକପରେ ଭାରତ ଓ ପାକିସ୍ତାନ ପରସ୍ପରକୁ ୫ ଭେଟିଛନ୍ତି। ରବିବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚରେ ଦୁଇ ଦଳ ମଧ୍ୟରେ ଷଷ୍ଠ ଥର ପାଇଁ କଡ଼ା ମୁକାବିଲା ହେବ। ଏହି ମ୍ୟାଚକୁ ନେଇ ଉଭୟ ଦଳ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri