Posted inଜାତୀୟ

ଆତଙ୍କବାଦର ମୂଳୋତ୍ପାଟନ କରିବାକୁ ହେବ

ନୂଆଦିଲ୍ଲୀ,୨୯ା୪: ବିଶ୍ୱର ଆତଙ୍କବାଦର ମୂଳୋତ୍ପାଟନ ଲାଗି ମିଳିତ ଭାବେ କାର୍ଯ୍ୟ କରିବାକୁ ହେବ ବୋଲି ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ପ୍ରତିରକ୍ଷା ମନ୍ତ୍ରୀ ସମ୍ମିଳନୀରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏଥିସହିତ ଆତଙ୍କବାଦକୁ ସମର୍ଥନ ଯୋଗାଉଥିବା ରାଷ୍ଟ୍ରଗୁଡ଼ିକୁ ଉତ୍ତରଦାୟୀ କରାଯାଉ ବୋଲି ସେ ପାକିସ୍ତାନର ନାଁ ନ ନେଇ କହିଥିଲେ। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ରାଷ୍ଟ୍ର କେବଳ ଅନ୍ୟମାନଙ୍କ ପାଇଁ ବିପଦ ସୃଷ୍ଟି କରୁନାହିଁ, ନିଜ ପାଇଁ ମଧ୍ୟ ବିପଦକୁ ଡାକି ଆଣୁଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଥିଲେ। ଶୁକ୍ରବାର ଅନୁଷ୍ଠିତ ଏସ୍‌ସିଓ ବୈଠକରେ ରାଜନାଥ ଅଧ୍ୟକ୍ଷତା କରି କହିଥିଲେ, ଭାରତ ଆଞ୍ଚଳିକ ସହଯୋଗର ଏକ ମଜଭୂତ ଢାଞ୍ଚା ପରିକଳ୍ପନା କରିଛି, ଯେଉଁଥିରେ ସବୁ ସଦସ୍ୟ ରାଷ୍ଟ୍ରଙ୍କ ବୈଧ ସ୍ବାର୍ଥକୁ ଧ୍ୟାନ ଦେଇ ସେମାନଙ୍କ ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ସଂହତି ପ୍ରତି ପାରସ୍ପରିକ ସମ୍ମାନ ରହିବ। ବୈଠକରେ ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri