Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆଇଏସ ସଂଗଠନରେ ଯୁବବର୍ଗଙ୍କୁ ନିଯୁକ୍ତ କରୁଛନ୍ତି ଆତଙ୍କବାଦୀ ଅବୁ ଉସମାନ: ସତର୍କ ସୂଚନା ଜାରି କଲେ ସରକାର…

ଶ୍ରୀନଗର,୫।୧ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଘଟଣା ବୃଦ୍ଧି ହେବାର ଆଶଙ୍କା କରି କେନ୍ଦ୍ର ସରକାର ପୁଣି ଥରେ ସତର୍କ ସୂଚନା ଜାରି କରିଛନ୍ତି। କିଛି ରିପୋର୍ଟରେ କୁହାଯାଇଛି ଯେ ନାଗରିକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ୧୮୦୦ ପାରାମିଲିଟାରୀ କର୍ମଚାରୀଙ୍କୁ ପଠାଇବାକୁ ଯାଉଛନ୍ତି। ବର୍ତ୍ତମାନ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜମ୍ମୁ-କଶ୍ମୀରରେ ଇସଲାମିକ ଷ୍ଟେଟ(ଆଇଏସ) ସକ୍ରିୟ ହେବାର ସତର୍କ ସୂଚନା ଜାରି କରାଯାଇଛି। ଶ୍ରୀନଗରରେ ୟୁଏପିଏ ଅଧିନିୟମ ଅନୁଯାୟୀ ଅହମ୍ମଦ ଅଙ୍ଗରଙ୍କୁ ଆତଙ୍କବାଦୀ ଘୋଷିତ କରାଯାଇଛି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଅହମ୍ମଦ ଅଙ୍ଗର ଛଦ୍ମନାମ ଆବୁ ଉସମାନ ଅଲ-କଶ୍ମୀରୀକୁ ୟୁଏପିଏ ଅଧିନିୟମ, ୧୯୬୭ ଅନୁଯାୟୀ ଆତଙ୍କବାଦୀ ଘୋଷିତ କରାଯାଇଛି। ଶ୍ରୀନଗରର ବାସିନ୍ଦା ଅବୁ ଉସମାନ ବର୍ତ୍ତମାନ ଆଫଗାନିସ୍ତାନରେ ଅଛନ୍ତି ଏବଂ ଜମ୍ମୁ-କଶ୍ମୀରରେ ଇସଲାମିକ ଷ୍ଟେଟ ପାଇଁ ଆତଙ୍କବାଦୀଙ୍କ ନିଯୁକ୍ତିଦାତ ଭାବେ କାର୍ଯ୍ୟ କରୁଛନ୍ତି। ଜମ୍ମୁ-କଶ୍ମୀରର ଯୁବବର୍ଗଙ୍କୁ ଭ୍ରମିତ କରି ଇସଲାମିକ ଷ୍ଟେଟ ଆତଙ୍କବାଦୀ ସଂଗଠନରେ ସାମିଲ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri