Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ରେ ଦିଲ୍ଲୀ, ଅଯୋଧ୍ୟା ଏବଂ ବୋଧଗୟାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଆଧାରରେ ଦିଲ୍ଲୀକୁ ହାଇ ଆଲର୍ଟରେ ରଖାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ଯାନବାହନ ଯାଞ୍ଚ୍‌, ସନ୍ଦିଗ୍ଧ ବସ୍ତୁ ଏବଂ ବ୍ୟକ୍ତିବିଶେଷଙ୍କ ପ୍ରତି ତୀକ୍ଷ୍‌ଣ ଦୃଷ୍ଟି ରଖାଯାଇଛି। ରୋହିଙ୍ଗ୍ୟା ମୁସଲମାନ୍‌ଙ୍କ ଏକ ଦଳ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶର କେତେକ ଉଗ୍ରବାଦୀ ସଂଗଠନ ମଧ୍ୟ ଆତଙ୍କବାଦୀ ସହିତ ଯୋଗାଯୋଗରେ ରହିଥିବା କୁହାଯାଉଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ କେତେକ ରାଜ୍ୟ ସରକାର ଏବଂ ପୋଲିସ ବିଭାଗ ଉଚ୍ଚ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୧-୨୨ ପାଇଁ ଜିଡିପି ଅଭିବୃଦ୍ଧି ୯.୨ ପ୍ରତିଶତ ଆକଳନ, ୨୦୨୨-୨୩ରେ ୮ ରୁ ୮.୫ ପ୍ରତିଶତ ଲକ୍ଷ୍ୟ…

ନୂଆଦିଲ୍ଲୀ, ୩୧।୧ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକ ସଭାରେ ଆର୍ଥିକ ସର୍ବେକ୍ଷଣ ୨୦୨୧-୨୦୨୨ ଉପସ୍ଥାପନ କରିଛନ୍ତି। ଏଥିରେ ୨୦୨୧-୨୨ ଆର୍ଥିକ ବର୍ଷରେ ଦେଶର...

ମାଙ୍କଡ଼ ପାଇଁ ପୋଲିସକୁ କୋର୍ଟ ନୋଟିସ

ଜୟପୁର,୭।୫: ରାଜସ୍ଥାନ ରାଜଧାନୀ ଜୟପୁରର ଚାନ୍ଦଓ୍ବାଜିରୁ ମାଙ୍କଡ଼କୁ ନେଇ ଅଜବ ଘଟଣା ସାମ୍‌ନାକୁ ଆସିଛି। ଏକ ହତ୍ୟାକଣ୍ଡର ଶୁଣାଣି ହେବାକୁ ଥିବାବେଳେ ଗୋଟିଏ ମାଙ୍କଡ଼ ପ୍ରମାଣ...

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

ପ୍ରଥମଥର ପାଇଁ ଜମ୍ମୁ-କଶ୍ମୀର ଗସ୍ତରେ ଅମିତ ଶାହ:ସୁରକ୍ଷା ବ୍ୟବସ୍ଥା କରିବେ ଯାଞ୍ଚ

ଶ୍ରୀନଗର, ୨୬।୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ଜମ୍ମୁ-କଶ୍ମୀର ଗସ୍ତରେ ଯାଇଛନ୍ତି। ମନ୍ତ୍ରୀ ହେବା ପରେ ଶାହ ପ୍ରଥମଥର ଜମ୍ମୁ ଗସ୍ତରେ ଯାଇ...

ଏଆଇଏଡିଏମ୍‌କେ ବିଧାୟକ କରୋନା ଆକ୍ରାନ୍ତ

ଚେନ୍ନାଇ, ୧୩ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍‌କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି।...

କରୋନା ଭାଇରସ ପାଇଁ ଟିକା ନୁହେଁ ଯଥେଷ୍ଟ: ସାର୍ସ-ମର୍ସଠାରୁ ଅଧିକ ବେଗରେ ହେଉଛି ସଂକ୍ରମଣ!

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସର ଚିକିତ୍ସା ପାଇଁ ଏବେ ସାରା ବିଶ୍ୱର ବିକାଶଶୀଳ ଦେଶ ଗବେଷଣାରେ ଲାଗି ପଡିଛନ୍ତି। ଏହାର ଭ୍ୟାକସିନ୍‌ ଓ ଔଷଧ ପ୍ରସ୍ତୁତି ଯେତେଶୀଘ୍ର...

ପାକିସ୍ତାନରୁ ଆସିଥିବା ପ୍ରଦୀପ ଜ୍ୟୋତି ପୂଜା ଉପରେ ରୋକ ଲଗାଇଲେ ଗେହଲୋଟ ସରକାର …

ଜୟପୁର, ୨୫।୯ : ରାଜସ୍ଥାନର ସୀମାନ୍ତ ବାଡମେର ଜିଲାରେ ଅବସ୍ଥିତ ହିଙ୍ଗଲାଜ ମାତା ମନ୍ଦିରରେ ନବରାତ୍ରୀ ସମୟରେ ପୂଜାପାଠ ଉପରେ ଲାଗିଥିବା ନିଷେଧାଦେଶକୁ ନେଇ ବିବାଦ...

ପରସ୍ପର ମଧ୍ୟରେ ଲଢିଲେ ହେବ ଉଭୟଙ୍କର କ୍ଷତି: ଭାଗବତ

ମୁମ୍ବାଇ,୧୯।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଏବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ଜଣା ସ୍ବାର୍ଥରେ...

Advertisement
Archives

Model This Week