ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ…

ଇସଲାମାବାଦ, ୩୦।୩ : ପାକିସ୍ତାନର ଖାଇବର ପସ୍ତୁନ୍‌ଖ୍ବାଠାରେ ପାରାମିଲିଟାରୀ ଫୋର୍ସଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ସେହିପରି ତିନି ଜଣ ଆକ୍ରମଣକାରୀଙ୍କର ମଧ୍ୟ ମୃତୂ୍ୟ ହୋଇଛି। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ ୨୨ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଏପର୍ଯ୍ୟନ୍ତ କେତେ ଆହତ ହୋଇଛନ୍ତି ତାହା ନିଶ୍ଚିତ ହୋଇନାହିଁ। ଆତଙ୍କବାଦୀ ସଂଗଠନ ପାକିସ୍ତାନ ତେହେରିକ-ଇ-ତାଲିବାନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ରୋଗୀଙ୍କୁ ଭେଣ୍ଟିଲେଟର ଦେଇ ଆଖି ବୁଜିଲେ ୯୦ ବର୍ଷୀୟା କରୋନା ସଂକ୍ରମିତ

ବ୍ରସେଲ୍ସ,୨।୪: କରୋନା ଭାଇରସ। ଏବେ ବିଶ୍ୱରେ ବେଶ୍‌ ପରିଚିତ। ଏହାର ସଂକ୍ରମଣ ଏବେ ଧନୀଠାରୁ ଗରିବ ସମସ୍ତଙ୍କୁ ଭୟଭିତ କରି ରଖିଛି। ଆମେରିକା ଭଳି ଶକ୍ତିଶାଳୀ...

ଋଷି ସୁନକଙ୍କ ଅବୈଧ ପ୍ରବାସି ବିଲକୁ ବିରୋଧ

ଲଣ୍ଡନ,୯ ।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ଘୋଷଣା କରିଥିଲେ କି ତାଙ୍କ ସରକାର ଖୁବଶୀଘ୍ର ଅବୈଧ ପ୍ରବାସି ବିଲ ଆଣିବେ, ଯାହାଦ୍ୱାରା ବ୍ରିଟେନରେ...

ରୁଷିଆ ଯାତ୍ରା ସାରି ସ୍ବଦେଶ ଫେରିଲେ କିମ

ସିଓଲ,୧୯।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ରୁଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ଉତ୍ତର କୋରିଆ ପକ୍ଷରୁ ଏହି ସୂଚନା ଦିଆଯାଇ କୁହାଯାଇଛି...

ଯୁଦ୍ଧ ପାଇଁ ରୁଷିଆକୁ ସେନା ଉପକରଣ ଦେଉଛି ଚାଇନା, ଆମେରିକା ଗୁଇନ୍ଦା ବିଭାଗର ଦାବି

ଓ୍ବାଶିଂଟନ,୨୮।୭: ରୁଷିଆ ଓ ଚାଇନାର ବନ୍ଧୁତ୍ୱ ଏବେ ପଦାରେ ପଡିଛି। ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା ବିନା କୌଣସି ଦ୍ୱିଧାରେ ରୁଷିଆକୁ ସହଯୋଗ କରିଛି। ହେଲେ ଚାଇନା...

ଇମ୍ରାନଙ୍କ ସମର୍ଥକ-ପୋଲିସ ମୁହାଁମୁହିଁ

ଇସଲାମାବାଦ,୨୫ା୫: ନିଷେଧାଦେଶର ଗୋଟିଏ ଦିନ ପରେ ପାକିସ୍ତାନର ଶାହାବାଜ ଶରିଫ୍‌ ସରକାର ବିରୋଧୀ ଦଳ ପିଟିଆଇ ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ପଦଯାତ୍ରାକୁ ରୋକିବା ପାଇଁ ଉଦ୍ୟମ...

ଫାଇଜରକୁ ଆମେରିକା, ମେକ୍ସିକୋର ମଞ୍ଜୁରୀ

ଓ୍ବାଶିଂଟନ/ମେକ୍ସିକୋ ସିଟି, ୧୩।୧୨:ଫାଇଜର ଟିକାର ଜରୁରୀ ବ୍ୟବହାର ଲାଗି ଆମେରିକା ଚୂଡ଼ାନ୍ତ ମଞ୍ଜୁରୀ ପ୍ରଦାନ କରିଛି। କରୋନା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ଏହି ଦେଶରେ ଖୁବ୍‌ଶୀଘ୍ର...

ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି।...

ଡାନିଶ୍‌ ସିଦ୍ଦିକିଙ୍କୁ ମରଣୋତ୍ତର ପୁଲିଜର

ନ୍ୟୁୟର୍କ,୧୧ା୫: ପରଲୋକଗତ ଫଟୋଜର୍ନାଲିଷ୍ଟ ଡାନିଶ ସିଦ୍ଦିକିଙ୍କ ସମେତ ୪ ଭାରତୀୟଙ୍କୁ ଫିଚର ଫଟୋଗ୍ରାଫି ବର୍ଗରେ ୨୦୨୨ ବର୍ଷ ଲାଗି ମର୍ଯ୍ୟାଦାଜନକ ପୁଲିଜର ପୁରସ୍କାରରେ ସମ୍ମାନିତ କରାଯାଇଛି।...

Advertisement
Archives

Model This Week