Posted inଜାତୀୟ

ରାଜୌରିରେ ଆତଙ୍କବାଦୀ ଆକ୍ରମଣ, ଟାର୍ଗେଟରେ ୪ ସାଧାରଣ ନାଗରିକ

ରଜୌରି,୧ ।୧: ଜମ୍ମୁ-କଶ୍ମୀରର ରାଜୌରିରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ବର୍ଷର ପ୍ରଥମ ଦିନରେ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରିଛନ୍ତି । ପ୍ରାଥମିକ ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ୪ ଜଣ ସାଧାରଣ ନାଗରିକଙ୍କୁ ଗୁଳି କରିବାରୁ ସେମାନେ ଆହତ ହୋଇଛନ୍ତି । ଏହାପରେ ଉକ୍ତ ଆତଙ୍କବାଦୀମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି ।
ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଥିବା ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ଆତଙ୍କବାଦୀଙ୍କୁ ଖୋଜୁଛନ୍ତି । ଏବେ ପର୍ଯ୍ୟନ୍ତ ଜଣାପଡିନାହିଁ କେଉଁ ଆତଙ୍କବାଦୀମାନେ ଏଭଳି ଘଟଣା ଘଟାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri