୧୪ ଘଣ୍ଟାର ଅପରେଶନ୍‌: ସମସ୍ତ ଆତଙ୍କବାଦୀ ନିହତ

ମୋଗାଦିଶୁ,୨୦।୮: ଦୀର୍ଘ ୧୪ଘଣ୍ଟା ପରେ ସୋମାଲିଆ ରାଜଧାନୀ ମୋଗାଦିଶୁର ହୋଟେଲ ହୟାତର ଅପରେଶନ୍‌ ଶେଷ ହୋଇଛି। ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏଥିସହ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ ହୋଇଛି। ମିଳିଥିବା ସଦ୍ୟ ସୂଚନା ଅନୁସାରେ, ସୁରକ୍ଷାକର୍ମୀମାନେ ହୋଟୋଲକୁ ଆତଙ୍କବାଦୀ ମୁକ୍ତ କରିଦେଇଛନ୍ତି। ଅର୍ଥାତ୍‌ ସୁରକ୍ଷାକର୍ମୀମାନେ ସମସ୍ତ ଆତଙ୍କବାଦୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏଥିସହ ବନ୍ଧକ ହୋଇଥିବା ଲୋକଙ୍କୁ ମୁକ୍ତ କରିଛନ୍ତି। ଏହାପରେ ଆହତ ଲୋକଙ୍କ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍‌ ଭେଣ୍ଟିଲେଟର!

ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ...

ଚାଇନାକୁ ମିଳିଲା ଆଉ ଏକ ଦେଶର ସମର୍ଥନ

କଲମ୍ବୋ,୫।୮: ତାଇୱାନ ପ୍ରସଙ୍ଗରେ ଚାଇନା ଆଉ ଏକ ଦେଶର ସମର୍ଥନ ମିଳିଛି। ରୁଷିଆ ଏବଂ ପାକିସ୍ତାନର ସମର୍ଥନ ପରେ ବର୍ତ୍ତମାନ ଶ୍ରୀଲଙ୍କା ଚାଇନାକୁ ସମର୍ଥନ କରିଛି।...

ଆଲୋଚନା ପୂର୍ବରୁ ପାକ୍‌ କଠୋର ପଦକ୍ଷେପ ନେଉ

ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍‌ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ...

ଏକତା ଆମେରିକାର ଶକ୍ତି

ଓ୍ବାଶିଂଟନ୍‌, ୧୨ା୯: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର ବିଲ୍ଡିଂରେ ୨୦୦୧ ସେପ୍ଟେମ୍ବର ୧୧ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ପ୍ରାୟ ୩ ହଜାର ଜୀବନ ଯାଇଥିଲା।...

ଆନ୍ଦୋଳନକାରୀଙ୍କୁ ଗୁଳି କରିବାକୁ ନିର୍ଦ୍ଦେଶ

ଆଲମାଟି,୮।୧: ଗ୍ୟାସ୍‌ ଦର ବୃଦ୍ଧିକୁ ବିରୋଧ କରି କାଜାଖସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ସରକାର ଏଲ୍‌ପିଜି ଦର ଦ୍ୱିଗୁଣିତ କରିବା ପରେ ସାଧାରଣ ଜନତା ଏହାର...

ସୀମା ସିଲ୍ କଲା ଇସ୍ରାଏଲ

ଜେରୁଜେଲମ,୨୮ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ ଆସିବା ପରେ ଏବେସାରା ବିଶ୍ୱରେ ଚିନ୍ତାର ବିଷୟ ପାଲଟିଛି । ଏହା ଡେଲ୍ଟା ଭାରିଏଣ୍ଟ ଠାରୁ...

ଫିଲ୍ମ ଷ୍ଟାଇଲ୍‌ରେ ପାକିସ୍ତାନ ଯୁବକ ଇଣ୍ଟରନେଟ୍‌ରେ ଖୋଜିଲେ ଭାରତୀୟଙ୍କ ମନିପର୍ସ, ଆଉ ତା’ ପରେ…

ଇସଲାମାବାଦ,୯ା୮: ଇଣ୍ଟରନେଟ୍‌ ଏବଂ ସୋସିଆଲ ମିଡିଆ କେତେ ଶକ୍ତିଶାଳୀ ମାଧ୍ୟମ ତାହା ପୁଣି ଥରେ ପ୍ରମାଣିତ ହୋଇଛି। ଜଣେ ପାକିସ୍ତାନୀ ଯୁବକ ରାସ୍ତାରେ ପଡ଼ିଥିବା ଏକ...

ଯୁଦ୍ଧରେ ୧୨ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ଗଲାଣି…

ଓ୍ବାଶିଂଟନ/କ୍ୱିଭ୍‌/ମସ୍କୋ, ୨୭।୩ : ୟୁକ୍ରେନ ବିରୋଧରେ ରୁଷିଆର ଯୁଦ୍ଧ ଆରମ୍ଭ ହେବା ଦିନଠାରୁ ୧୨ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଛି ଏବଂ ୧୦ ଜଣ...

Advertisement
Archives

Model This Week