Posted inଜାତୀୟ

ବିଏସ୍‌ଏଫ୍ ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୧୨ ।୮: ଜମ୍ମୁ-କଶ୍ମୀର କୁଲଗାମର କାଜିଗୁଣ୍ଡ ଅଞ୍ଚଳରେ ଗୁରୁବାର ବିଏସ୍‌ଏଫ୍ ଯବାନଙ୍କ ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ସୂଚନା ଅନୁଯାୟୀ, ଯେତେବେଳେ ସେହି ଅଞ୍ଚଳ ଦେଇ ବିଏସ୍‌ଏଫ୍ ଗାଡିଟି ଅତିକ୍ରମ କରୁଥିଲା ସେହି ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ । ଏଥିରେ କେହି ହତାହତ ହୋଇ ନ ଥିବା ବେଳେ ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ଜାଣି ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍ କରାଯାୟୀ ସର୍ଚ୍ଚ ଅପରେଶନ ଜାରି କରାଯାଇଛି । ସେଠାରେ ଜଣେ ନୁହେଁ ବରଂ ଅଧିକ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri