Posted inଜାତୀୟ

୧୫ ସିଆଇଏସ୍‌ଏଫ୍ ଯବାନଙ୍କୁ ନେଇ ଯାଉଥିବା ବସ ଉପରକୁ ଆତଙ୍କବାଦୀ ଆକ୍ରମଣ, ଜଣେ ଏଏସ୍‌ଆଇ ଶହୀଦ

ଜମ୍ମୁ,୨୨ ।୪: ଜମ୍ମୁର ଚଢା କ୍ୟାମ୍ପ ନିକଟରେ ଶୁକ୍ରବାର ଭୋର ପ୍ରାୟ ୪ଟା ବେଳେ ସିଆଇଏସ୍‌ଏଫ୍‌ର ୧୫ ଯବାନଙ୍କୁ ଡ୍ୟୁଟିରେ ନେଇ ଯାଉଥିବା ଏକ ବସ ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ସିଆଇଏସ୍‌ଏଫ୍ ଅଧିକାରୀ କହିଛନ୍ତି ଆତଙ୍କବାଦୀଙ୍କୁ କଡା ଜବାବ ଦିଆଯାଇଛି । ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଜବାବରେ ଜଣେ ଏଏସ୍‌ଆଇ ଶହୀଦ ହୋଇଥିବା ବେଳେ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏହି ଯବାନ ସୁଂଜୱାରେ ହୋଇଥିବା ଆକ୍ରମଣରେ ସହାୟତା ପାଇଁ ଯାଉଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri