Posted inଜାତୀୟ

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୪।୯: ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ଲାଗି ୯୨ ବେସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ। ପାଟ୍ରୋଲିଂ ଦଳ ଉପରକୁ ଆତଙ୍କବାଦୀମାନେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାପରେ ଆହତ ଯବାନଙ୍କଠାରୁ ରାଇଫଲ ଛଡ଼ାଇ ନେଇ ଫେରାର ହୋଇଯାଇଥିଲେ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦୀଙ୍କୁ ଧରିବା ଲାଗି ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ରାଏବରେଲି,୨୨।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଉତ୍ତର ପ୍ରଦେଶରେ ଅପରାଧ...

ଏପ୍ରିଲ୍‌ ୧୧ରେ ମୋଦି-ବାଇଡେନ୍‌ଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଏପ୍ରିଲ ୧୧ ଅର୍ଥାତ୍‌ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ହେବ ବୋଲି...

ବରଫ ଅତଡା ତଳେ ଫସିଥିବା ୭ ଜଣ ଯବାନଙ୍କ ମୃତଦେହ ଉଦ୍ଧାର

ଇଟାନଗର,୮।୨:ଅରୁଣାଚଳ ପ୍ରଦେଶର ଉଚ୍ଚ ପର୍ବତ ମାଳା କାମେଙ୍ଗ ସେକ୍ଟରରେ ବରଫ ତଳେ ଫସିଯାଇଥିବା ୭ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ଭାରତୀୟ ସେନା ପକ୍ଷରୁ...

ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ...

ହିଲ୍‌ ଷ୍ଟେଶନ୍‌ ଓଲିରେ ରାଜକୀୟ ବିବାହ: ଅତିଥିଙ୍କୁ ନେବା ଆଣିବାରେ ନିୟୋଜିତ ହେବ ୨ଶହ ହେଲିକପ୍ଟର

ଡେରାଡୁନ୍‌, ୧୦।୬: ଉତ୍ତରାଖଣ୍ଡ ହିଲ୍‌ ଷ୍ଟେଶନ୍‌ ଓଲିରେ ଗୁପ୍ତା ବଦର୍ସଙ୍କ ପୁଅ ବିବାହ ମହାଆଡମ୍ବରରେ ଆୟୋଜିତ ହେଉଛି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।...

ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ...

ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ...

କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ...

Advertisement
Archives

Model This Week