Posted inଜାତୀୟ

ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଶହୀଦ୍‌, ୫ ଆହତ

ଶ୍ରୀନଗର, ୫।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ସିଆର୍‌ପିଏଫ୍‌ ୧୧୦ ବାଟାଲିୟନ ଯବାନଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୨ ଜଣ ଯବାନ ଶହୀଦ୍‌ ହେବା ସହିତ ୫ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ବେସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପମ୍ପୋରର ତଙ୍ଗନ ବାଇପାସ୍‌ ନିକଟସ୍ଥ କାନ୍ଧିଜଳ ପୋଲ ଉପରେ ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ବାହିନୀ ରୋଡ୍‌ ଓପନିଂ ଡ୍ୟୁଟିରେ ଥିଲେ। ଏହି ସମୟରେ ସେମାନଙ୍କ ଉପରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ମାଡ଼ କରିଥିଲେ। ଗୁଳିମାଡ଼ କରି ଆତଙ୍କବାଦୀମାନେ ଫେରାର ହୋଇଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ଏହି ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ସ୍ତ୍ରୀଙ୍କ ସହ କରଓ୍ବାଚୌଥ ପାଳନ କଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୪।୧୦: ସମଗ୍ର ଦେଶରେ ଗୁରୁବାର କରଓ୍ବାଚୌଥ ପର୍ବ ଧୂମଧାମରେ ପାଳନ କରାଯାଇଥିଲା। ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ସମେତ ଅନେକ ଦଳର ନେତା ମଧ୍ୟ...

ଅରୁଣାଚଳ ପ୍ରଦେଶ ହେଲା କରୋନା ମୁକ୍ତ ରାଜ୍ୟ

ଇଟାନଗର,୨୮ ।୨: ଅରୁଣାଚଳ ପ୍ରଦେଶ ଏବେ କରୋନା ମୁକ୍ତ ରାଜ ପାଲଟି ଯାଇଛି । ରବିବାର ଜଣେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ...

ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ,୧୮।୨: ପ୍ରାୟ ସମୟରେ ନିଜ ଦଳ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚର୍ଚ୍ଚାରେ ରହୁଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ଚର୍ଚ୍ଚାର...

ବିବାହ କଲେ ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା

ଥିରୁଭାନନ୍ଥପୁରମ,୨୬।୧: କେରଳର ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା ହେଇଦି ସାଦିୟା ବିବାହ କରିଛନ୍ତି। ଏର୍ନାକୁଲମରେ ଅଥର୍ବ ମୋହନଙ୍କୁ ସେ ରବିବାର ବିବାହ କରିଥିବା ଜଣାପଡିଛି। ସ୍ପେଶାଲ ମ୍ୟାରେଜ୍‌...

ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏହି ସ୍କୁଲରେ ନିଆଯାଉଛି ଅଜବ ଟେଷ୍ଟ

ଚେନ୍ନାଇ,୫।୧୧:ସ୍କୁଲରେ ପିଲାମାନଙ୍କ ବିଭିନ୍ନ ପାଠବିଷୟରେ ଶିକ୍ଷା ପ୍ରଦାନ କରାଯାଏ। କିନ୍ତୁ ତାମିଲନାଡୁର ଏକ ସ୍କୁଲରେ ପିଲାମାନଙ୍କୁ ନୈତିକ ମୂଲ୍ୟବୋଧତା ଉପରେ ଶିକ୍ଷା ଦିଆଯିବା ସହ ସେମାନଙ୍କ...

ଆପତ୍ତିଜନକ ପୋଷ୍ଟ ଶେୟାର କରି ୨ ପୋଲିସ କର୍ମଚାରୀ ନିଲମ୍ବିତ

ଜୟପୁର,୧୨।୨: କର୍ନାଟକର ହିଜାବ ଝଡ଼ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋସିଆଲ ମିଡିଆରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ହିଜାବ ସହ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍‌ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା...

କର୍ପୋରେଟରଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଇଷ୍ଟ ଗୋଦାବରୀ, ୧୨।୨- ଆନ୍ଧ୍ର ପ୍ରଦେଶର କାକିନାଡାଠାରେ କର୍ପୋରେଟରଙ୍କୁ ଗୁରୁବାର ରାତିରେ ବିଭତ୍ସ ହତ୍ୟା କରିଛନ୍ତି  ଦୁର୍ବୃତ୍ତ। କର୍ପୋରେଟର ଜଣଙ୍କ ହେଲେ କାମ୍‌ପାରା ରମେଶ। ବିଳମ୍ବିତ...

Advertisement
Archives

Model This Week