Posted inଜାତୀୟ

ସିଆର୍‌ପିଏଫ୍‌ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ…

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨ ଯବାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ବାରମୁଳା ଜିଲାର ପାଲହାଲନ ପଟ୍ଟନ ଅଞ୍ଚଳରେ ପାଟ୍ରୋଲିଂ ଦଳ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆକ୍ରମଣ ପରେ ଆତଙ୍କବାଦୀମାନେ ଫେରାର ହୋଇ ଯାଇଛନ୍ତି। ସମଗ୍ର ଅଞ୍ଚଳକୁ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଠାରେ ଲଗାଯାଇଥିବା ସିସିଟିଭି କ୍ୟାମେରା ଫୁଟେଜରୁ ମଧ୍ୟ ଆବଶ୍ୟକ ସୂଚନା ସଂଗ୍ରହ କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri