Posted inଜାତୀୟ

ଭାରତୀୟ ସେନା ଉପରେ ଆତଙ୍କବାଦୀ ଆକ୍ରମଣ: ୪ ଯବାନ ଆହତ

ଶ୍ରୀନଗର, ୨୭।୧: ଜମ୍ମୁ-କଶ୍ମୀରରେ ସେନା ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ କଶ୍ମୀରର କୁଲଗାମ୍‌ର ଶାମିପୋରାରେ ହାଇଓ୍ବେରେ ରୋଡ୍‌ ଓପନିଂ କାର୍ଯ୍ୟରେ ନିୟୋଜିତ ସେନା ଯବାନଙ୍କ ଉପରେ ଆକ୍ରମଣ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରି ଫେରାର ହୋଇଯାଇଥିଲେ। ମିଳିତ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ଘେରାବନ୍ଦୀ କରିବା ସହିତ ଆତଙ୍କବାଦୀଙ୍କ ସନ୍ଧାନରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣ କମ୍ପାଉଛି: ଷ୍ଟାଲିନ୍‌

ଚେନ୍ନାଇ,୨୬।୧୨: ଭାରତ ଯୋଡ଼ୋ ଯାତ୍ରାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣ କମ୍ପନ ସୃଷ୍ଟି କରୁଛି ବୋଲି ରବିବାର ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ କହିଛନ୍ତି।...

କେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲା

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ଦ୍ୱନ୍ଦ୍ୱରେ ପଡିଯାଇଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ଟି ଯାକ ଆସନ ଏଏପି ହାତକୁ ଆସୁଥିବା...

ଇମ୍ଫାଲରେ ଆଇଇଡି ବିସ୍ଫୋରଣ

ଇମ୍ଫାଲ,୨୩।୧: ମଣିପୁରର ରାଜଧାନୀ ଇମ୍ଫାଲର ନାଗମପାଲ ରିମ୍ସ ରୋଡରେ ଗୁରୁବାର ସକାଳେ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କେହି ମୃତାହତ ହୋଇଥିବା ନେଇ...

ମୂଳମୂଲ୍ୟ ଧିମା, ଖୁଚୁରା ବଢୁଛି

ନୂଆଦିଲ୍ଲୀ,୧୪।୫: କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇଛି। ଗତ ୩ ଦିନ ଧରି ତେଲ ଦର ବଢିଥିବାବେଳେ ଗୁରୁବାର...

ୟେଦୁରପ୍ପା କ୍ଷମତାକୁ ଆସିବା ପରେ ଟିପୁ ଜୟନ୍ତୀ ବାତିଲ

ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକରେ କ୍ଷମତାକୁ ଆସିବାର ୩ ଦିନ ପରେ ୟେଦୁରପ୍ପା ସରକାର ଟିପୁ ଜୟନ୍ତୀ ମହୋତ୍ସବକୁ ମଙ୍ଗଳବାର ରଦ୍ଦ କରିଛନ୍ତି। ଅଷ୍ଟାଦଶ ଶତାବ୍ଦୀର ଏହି...

ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍‌ରେ କାଟି ଦେଲେ ସହପାଠୀ

ମଦୁରାଇ,୧୪।୧୦: ତାମିଲ୍‌ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍‌ରେ...

ଅଯୋଧ୍ୟାରେ ଦୁଇଦିନ ଅଖଣ୍ଡ ରାମାୟଣ ପାଠ ସହ ଘରେ ଘରେ ଜଳିବ ଦୀପ

ଅଯୋଧ୍ୟା,୨୬।୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଲାଗି ସମସ୍ତ ପ୍ରସ୍ତୁତି ଯୋରସୋରରେ ଚାଲିଛି। ସେଠାରେ ଭୂମିପୂଜା ପାଇଁ ଅଗଷ୍ଟ ୪ରେ ସମସ୍ତ ମଠ...

ଡ୍ରାଗନର ଯୁଦ୍ଧ ପ୍ରସ୍ତୁତି: ଏଲ୍‌ଏସିରେ ଟ୍ୟାଙ୍କ୍‌ ମୁତୟନ କଲା ଚାଇନା

ଲେହ,୫।୧: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଚାଇନା ସୈନ୍ୟ ବାହିନୀ ପକ୍ଷରୁ ଭାରତ ସହିତ ଯୁଦ୍ଧ କରିବା ଲାଗି...

Advertisement
Archives

Model This Week