Posted inଜାତୀୟ

ଶ୍ରୀନଗର ପୋଲିସ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଆହତ

ଜମ୍ମୁ,୧୨ ।୯: ଶ୍ରୀନଗରର ଖାନୟାର ଅଞ୍ଚଳରେ ରବିବାର ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ପୋଲିସ ଟିମ୍‌କୁ ଟାର୍ଗେଟ କରି ଏମାନେ ଆକ୍ରମଣ କରିଥିବା ବେଳେ ଜଣେ ପୋଲିସ ଆହତ ହୋଇଥିବା ସୂଚନା ମିଳିଛି । ତାଙ୍କର ଛାତିରେ ଗୁଳି ବାଜିଥିବା ଜଣାପଡିଛି । ଆହତ ଯବାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଆତଙ୍କବାଦୀଙ୍କୁ ଧରିବା ପାଇଁ ଉକ୍ତ ଅଞ୍ଚଳକୁ ବନ୍ଦ କରି ଦିଆଯାଇ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି । ଆତଙ୍କବାଦୀ ସଙ୍ଗଠନ ଟିଆର୍‌ଏଫ୍‌(ଦ ରେଜିଷ୍ଟାନ୍ସ ଫ୍ରଣ୍ଟ) ଏଥିପାଇଁ ନିଜକୁ ଦାୟୀ କରିଛି । ସୂଚନାଯୋଗ୍ୟ, ଶୁକ୍ରବାର ଶ୍ରୀନଗରରେ ଛାନପୋରା ଅଞ୍ଚଳରେ ଥିବା ପୋଲିସ, ସଂଯୁକ୍ତ ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଦିନ ପ୍ରାୟ ୧ଟା ବେଳେ ଆକ୍ରମଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?