ଟୋଲ୍‌ ପ୍ଲାଜାରେ ଆତଙ୍କବାଦୀ ଆକ୍ରମଣ: ୩ ପୋଲିସ କର୍ମଚାରୀଙ୍କ ସମେତ ୪ ମୃତ

ଇସଲାମାବାଦ,୧୦ା୧: ବୁଧବାର ଆତଙ୍କବାଦୀମାନେ ପାକିସ୍ତାନର ପଖତୁନଖଓ୍ବା ପ୍ରଦେଶରେ ଏକ ଟୋଲ୍‌ ପ୍ଲାଜା ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୩ ଜଣ ପୋଲିସ କର୍ମଚାରୀଙ୍କ ସମେତ ଅତି କମ୍‌ରେ ୪ ଜଣଙ୍କ ପ୍ରାଣହାନି ଘଟିଛି। ଆଜି ସକାଳେ ପାକିସ୍ତାନର ପଖତୁନଖଓ୍ବା ପ୍ରଦେଶର କୋହାଟ ଜିଲାର ଲାଚି ଟୋଲ ପ୍ଲାଜାରେ ଅଜ୍ଞାତ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।

ଏହାପୂର୍ବରୁ ରବିବାର ଖାଇବର-ପଖତୁନଖଓ୍ବା ପ୍ରଦେଶରେ ଅଜ୍ଞାତ ବନ୍ଧୁକଧାରୀ ଦୁଇଟି ଗାଡ଼ି ଉପରକୁ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ଅତି କମ୍‌ରେ ୪ ଜଣ ପ୍ରାଣ ହରାଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ଜିଲା ପୋଲିସ ଅଧିକାରୀ (ଡିପିଓ) ମହମ୍ମଦ ଇମ୍ରାନ କହିଛନ୍ତି ଯେ, ସ୍ବୟଂଚାଳିତ ଅସ୍ତ୍ରରେ ସଜ୍ଜିତ ଆକ୍ରମଣକାରୀମାନେ ପାରାଚିନାରରୁ ପେଶାଓ୍ବାର ଅଭିମୁଖେ ଦୁଇଟି ଯାନକୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri