Posted inଜାତୀୟ

ଦିଲ୍ଲୀରୁ ଧରାପଡ଼ିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୯ା୮: ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରି ଦିଲ୍ଲୀ ପୋଲିସ। ଆତଙ୍କବାଦୀ ଜଣକ ହେଲେ ଇସ୍‌ଲାମିକ ଷ୍ଟେଟ୍‌ ଆତଙ୍କୀ ରିଜଓ୍ବାନ ଅଲ୍ଲୀ।

ସୂଚନାଯୋଗ୍ୟ, ୨୦୨୩ରେ ପୁଣେ ପୋଲିସ ହେପାଜତରୁ ରିଜଓ୍ବାନ ଖସି ପଳାଇଥିଲେ। ତାଙ୍କ ପାଇଁ ଏନ୍‌ଆଇଏ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ…

ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର

ପାଟ୍‌ନା,୭ା୫: ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର, ଭାରତୀୟ ଜନତା ପାର୍ଟି (ଭାଜପା), ଜନତା ଦଳ ୟୁନାଇଟେଡ୍‌…

ହାନ୍ତା ଭାଇରସ୍‌କୁ ନେଇ ଚିନ୍ତା: ମଣିଷଠାରୁ ମଣିଷକୁ ହେବ ସଂକ୍ରମଣ

କେପ୍‌ ଟାଉନ୍‌,୭ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ୩ ଯାତ୍ରୀଙ୍କ ମୃତ୍ୟୁ ଏବଂ ୫ରୁ ଅଧିକ ଯାତ୍ରୀ…

୯ ତାରିଖ ସକାଳ ବଙ୍ଗଳାରେ ଶପଥ ଗ୍ରହଣ, ସନ୍ଧ୍ୟାରେ ଅଭିଯୁକ୍ତର ଏନ୍‌କାଉଣ୍ଟର…

କୋଲକାତା,୭।୫:  ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଅବସ୍ଥିତ ମଧ୍ୟମଗ୍ରାମରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

ମାତ୍ର ୩୬ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଲେ ଏହି ଭାରତୀୟ କ୍ରିକେଟର୍‌ : ଖେଳିଥିଲେ IPL

ଚଣ୍ଡିଗଡ,୭।୫: ପୂର୍ବତନ ପଞ୍ଜାବ କ୍ରିକେଟର ଅମନପ୍ରୀତ ସିଂହ ଗିଲଙ୍କ ୩୬ ବର୍ଷ ବୟସରେ ଚଣ୍ଡିଗଡ଼ରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଘରୋଇ କ୍ରିକେଟ ଜଗତରେ ଶୋକର ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri