Posted inଜାତୀୟ

ଗ୍ରେନେଡ ସହ ଆତଙ୍କବାଦୀଙ୍କ ୩ ସହଯୋଗୀ ଗିରଫ, ପାକିସ୍ତାନ ପତାକା ଜବତ

ଶ୍ରୀନଗର,୨୭ ।୮: ଉତ୍ତର କଶ୍ମୀରର ସୋପୋରରେ ଶୁକ୍ରବାର ଲସ୍କର-ଏ-ତୋଏବାର ୩ ଓଭର ଗ୍ରାଉଣ୍ଡ ୱାର୍କରଙ୍କୁ ସୁରକ୍ଷା କର୍ମୀ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ୩ ହ୍ୟାଣ୍ଡ ଗ୍ରେନେଡ, ୯ ପୋଷ୍ଟର ଓ ୧୨ ପାକିସ୍ତାନୀ ପତାକା ଜବତ କରାଯାଇଛି । ପଚରା ଉଚରା ସମୟରେ ସେମାନେ କହିଛନ୍ତି ସେମାନଙ୍କର ସୁରକ୍ଷା କର୍ମୀ ଓ ବାହାର ଶ୍ରମିକଙ୍କ ଉପରେ ଆକ୍ରମଣ କରିବା ଯୋଜନାରେ ଥିଲେ ।
ପୋଲିସର ସୂଚନା ଅନୁଯାୟୀ, ସେନା ଓ ସିଆରପିଏଫ ସହ ମିଶି ବୋମଇ ଚୌକରେ ନାକା ଲଗାଯାଇଥିଲା । ଏହି ସମୟରେ ଚେକିଂରେ ଗୋରିପୋରାରୁ ବୋମଇ ଆସୁଥିବା ୩ ଜଣଙ୍କ ଉପରେ ସନ୍ଦେହ ହୋଇଥିଲା । ସେମାନଙ୍କୁ ଅଟକାଇବାରୁ ସେମାନେ ପଳାଇ ଯିବାକୁ ଚେଷ୍ଟା କରିଥିଲେ, ହେଲେ ସେମାନଙ୍କୁ କାବୁ କରି ନିଆଯାଇଥିଲା । ପରେ ଜଣାପଡିଥିଲା କି ଏମାନେ ସମସ୍ତେ ଆତଙ୍କବାଦୀଙ୍କ ସହଯୋଗୀ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପାଇସଜେଟ୍‌ର ବଦାନ୍ୟତା: ୫ଶହ ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ଦେଲା ଚାକିରି

ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍‌ ଏୟାରଓ୍ବେଜ୍‌। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି...

୫ରୁ ୧୨ ବର୍ଷ ପିଲାଙ୍କୁ ମିଳିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୨୧।୪: ଦେଶରେ ଏବେ କୋଭିଡ୍‌ ସଂକ୍ରମଣ ବଢୁଛି। ଏହାରି ଭିତରେ ୫ରୁ ୧୨ ବର୍ଷ ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବା ନେଇ ସବ୍‌ଜେକ୍ଟ ଏକ୍ସପର୍ଟ କମିଟି...

ଗଡସେଙ୍କ ମନ୍ତବ୍ୟ ଉପରେ ୧୦ ଦିନ ମଧ୍ୟରେ ୩ ଭାଜପା ନେତାଙ୍କଠାରୁ ଜବାବ ମାଗିଲେ ଶାହ

ନୂଆଦିଲ୍ଲୀ,୧୭।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ରାଜନେତା କମଲ ହାସନଙ୍କ ବିବାଦୀୟ ବୟାନ ପରେ ରାଜନୀତି ହୋଇଛି ସରଗରମ। କମଲ ହାସନ ଗଡସେଙ୍କୁ...

କେନ୍ଦ୍ରମନ୍ତ୍ରୀଙ୍କ ପୁଅକୁ ଗିରଫ କରିବା ପାଇଁ ଆମ ପାଖରେ ସମୟ ନାହିଁ: ପୋଲିସ

ଲଖିମପୁର ଖେରି (ୟୁପି),୫।୧୦: କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ବିରୋଧରେ ଲଖିମପୁର ଖେରି ଜିଲାରେ ହତ୍ୟା ମାମଲା ରୁଜୁ ହୋଇଛି। ଏଫ୍‌ଆଇଆରରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ନାମ...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଜାରି: ବିଧାନସଭା ନିର୍ବାଚନକୁ ନେଇ ହେଉଛି ଆଲୋଚନା

ନୂଆଦିଲ୍ଲୀ,୭ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଛି । ରବିବାର ସକାଳେ ଏହା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ...

ଲଖିମପୁର ଖେରି ମାମଲାର ଷ୍ଟାଟସ୍‌ ରିପୋର୍ଟ ନେଇ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୮।୧୧: ଉତ୍ତରପ୍ରଦେଶ ଲଖିମପୁୁର ଖେରି ମାମଲାରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ଷ୍ଟାଟସ୍‌ ରିପୋର୍ଟ ନେଇ ସୁପ୍ରିମ୍‌କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କୋର୍ଟ...

ବର୍ଷକୁ ୩ ଦିନ କାଉଣ୍ଟର ବନ୍ଦ

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ସରକାରଙ୍କ ନୂଆ ଏକ୍ସାଇଜ ଆଇନ ଅନୁଯାୟୀ ୨୦୨୨ରେ ମାତ୍ର ୩ ଦିନ ପାଇଁ ଲାଇସେନ୍ସ ପ୍ରାପ୍ତ ମଦ କାଉଣ୍ଟର ବନ୍ଦ ରହିବ। ଏ...

୩୦ ବର୍ଷ ପରେ ଭାରତଠାରୁ ଚାଉଳ କିଣିଲା ଚାଇନା

ମୁମ୍ବାଇ,୩।୧୨: ସୀମା ବିବାଦ ସତ୍ତ୍ୱେ ଏବେ ଭାରତ- ଚାଇନା ସମ୍ପର୍କରେ ସାମାନ୍ୟ ସୁଧାର ଆସିଛି। ଦୀର୍ଘ ୩୦ ବର୍ଷ ପରେ ଚାଇନା ପ୍ରଥମ ଥର ଭାରତରୁ...

Advertisement
Archives

Model This Week