ପାକିସ୍ତାନରେ ବଢିଛି ଆତଙ୍କବାଦୀ ଘଟଣା, ବର୍ଷ ଆରମ୍ଭରେ ୨୪୫ ଆକ୍ରମଣ, ୪୦୦ରୁ ଅଧିକ ମୃତ

ଇସଲାମାବାଦ,୧।୪: ପାକିସ୍ତାନରେ ବଢୁଥିବା ଆତଙ୍କବାଦୀ ଘଟଣା ସମ୍ପର୍କରେ ଥିଙ୍କ ଟେକର ରିପୋର୍ଟ ପ୍ରକାଶ ପାଇଛି। ଥିଙ୍କ ଟେକର ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ତିନି ମାସରେ ପାକିସ୍ତାନରେ ଆତଙ୍କବାଦୀ ଘଟଣା ବୃଦ୍ଧି ପାଇଛି।
ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୩ମାସରେ ପାକିସ୍ତାନରେ ୨୪୫ଟି ଆତଙ୍କବାଦୀ ଆକ୍ରମଣ ଏବଂ ଆତଙ୍କବାଦ ବିରୋଧୀ ଅପରେସନ ଘଟିଥିଲା, ଫଳସ୍ବରୂପ ୪୩୨ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୩୭୦ ସାଧାରଣ ନାଗରିକ ଏବଂ ସୁରକ୍ଷା କର୍ମୀ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପୂର୍ବରୁ ଯାନ୍ତ୍ରୀକ ତ୍ରୁଟି ବିଷୟରେ ସୂଚନା ଦେଇଥିଲେ ଏହି ଯୁବକ, ଭିଡ଼ିଓ ଶେୟାର କରି କହିଥିଲେ, ହେଲେ…

ଅହମଦାବାଦ,୧୨।୬: ଅହମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର କିଛି ମିନିଟ ପରେ ମେଘନଗରରେ ଏୟାର ଇଣ୍ଡିଆର ବିମାନ AI 171 ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଅନେକ...

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଏତେ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ନୂଆଦିଲ୍ଲୀ,୧୨।୬: ଗୁରୁବାର ଗୁଜୁରାଟରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାସ୍ଥଳକୁ ବିଏସଏଫ ଏବଂ ଏନଡିଆରଏଫ ଦଳ ପଠାଯାଇଛି।...

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରଲୋକ, ଝିଅକୁ ଭେଟିବାକୁ ଲଣ୍ଡନ ଯାଉଥିବା ବେଳେ ହେଲା ବିମାନ ଦୁର୍ଘଟଣା

ଅହମଦାବାଦ,୧୨।୬: ଗୁରୁବାର ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଗୁଜୁରାଟ ଭାଜପା ସଭାପତି ସି.ଆର. ପାଟିଲ...

ଚକିତ କରୁଛି ବିମାନ ଦୁର୍ଘଟଣାରେ ବଞ୍ଚିଥିବା ଏକମାତ୍ର ବ୍ୟକ୍ତି ଚାଲି ଚାଲି ଯାଉଥିବାର ଭିଡିଓ

ଅହମଦାବାଦ,୧୨।୬: ଗୁରୁବାର (ଜୁନ ୧୨, ୨୦୨୫) ଗୁଜୁରାଟର ଅହମଦାବାଦରେ ଏୟାର ଇଣ୍ଡିଆର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ପ୍ରକାଶିତ ସୂଚନା...

ସିଟ୍‌ ନମ୍ବର 11A, ଖୁବ ଭାଗ୍ୟଶାଳୀ ଏହି ବ୍ୟକ୍ତି!

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ବଞ୍ଚିଯାଇଥିବା ଖବର ଆସିଛି। ଅହମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ‘ପୁଲିସ ସିଟ...

ବିଦ୍ୟାର୍ଥୀଙ୍କୁ ବସ,ଟ୍ରେନରେ ଯାତ୍ରା ଦେୟମୁକ୍ତ କରିବା ପାଇଁ ଦାବି

ପାରଳାଖେମୁଣ୍ଡି,୧୨।୬,(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସଙ୍କ ନିର୍ଦେଶକ୍ରମେ ଜିଲାର ଯୁବ କଂଗ୍ରେସ, ଛାତ୍ର...

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଉଜାଡ଼ିଦେଲା ଏହି ପରିବାରର ସ୍ବପ୍ନ! ଏକାଥରେ ଭଉଣୀ ଭାଇ…

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଉଦୟପୁର ମଧ୍ୟ ଥରହର ହୋଇଯାଇଛି। ବିମାନରେ ଉଦୟପୁରର ଚାରି ଜଣ ସ୍ଥାନୀୟ ଲୋକ ଥିଲେ। ଉଦୟପୁର ମାର୍ବଲ...

ବଡ଼ ଖବର: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସମସ୍ତ ୨୪୨ ଜଣ ମୃତ, ଯାତ୍ରା କରୁଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ

ଅହମଦାବାଦ,୧୨।୬: ଗୁରୁବାର (୧୨ ଜୁନ ୨୦୨୫) ଅପରାହ୍ନରେ ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସମ୍ବାଦ ସଂସ୍ଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri