Advertisement
Posted inଜାତୀୟ

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର କୁଲଗାମ ଜିଲା କୌସରନାଗ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏନେଇ କଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ସୁରକ୍ଷାବାହିନୀର ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ତେବେ ପୋଲିସ, ସୁରକ୍ଷାବାହିନୀ ଏହି ଅଞ୍ଚଳକୁ ଘେରାବନ୍ଦୀ କରିବା ପରେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀମାନେ ଭୟଭୀତ ହୋଇ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଏହି
ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲରେ କାର୍ଟୁନ ଦେଖୁଦେଖୁ ବାଲ୍‌କୋନିରୁ ଖସିପଡ଼ିଲେ ୨ ବର୍ଷର ଶିଶୁ

ମୁମ୍ବାଇ,୧୫ା୯: ଆଜିକାଲି ଛୋଟପିଲାଙ୍କୁ ଭୁଲାଇବା ପାଇଁ ମାତାପିତା ମୋବାଇଲର ସାହାରା ନେଉଛନ୍ତି। ମାତ୍ର ଏହି ମୋବାଇଲ ବେଳେବେଳେ ପିଲାଙ୍କ ପାଇଁ କାଳ ସାଜୁଛି। ଏମିତି ଏକ...

ନୂଆ ଦଳ ଘୋଷଣା କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୬।୯: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ‘ଡେମୋକ୍ରାଟିକ ଆଜାଦ...

ଚିଦାମ୍ବରମ୍‌ ପଢୁ ନ ଥିଲେ ସମସ୍ତ ଫାଇଲ୍‌: ଦକ୍ଷ ଆଇଏଏସ୍‌ ଅଫିସର କରୁଥିଲେ ଏହାର ଯାଞ୍ଚ୍‌

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ସେ କହିଛନ୍ତି ଯେ ସମୟ ଅଭାବ ଯୋଗୁ ସମସ୍ତ ଫାଇଲ୍‌ ଦେଖିବା...

ଜମ୍ମୁ-କଶ୍ମୀରରେ ସୁରକ୍ଷା କର୍ମୀଙ୍କୁ ମିଳିଛି ବଡ ସଫଳତା

ଶ୍ରୀନଗର,୨୬।୧: ଅଓ୍ବନ୍ତିପୋରାରେ ଶନିବାର ହୋଇଥିବା ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଏଥିରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଆତଙ୍କବାଦୀ...

ସୌନ୍ଦର୍ଯ୍ୟକୁ ଦୀର୍ଘସ୍ଥାୟୀ କରିବା ପାଇଁ ସପ୍ତାହରେ ଥରେ ଏହି ବାଥ୍‌ …

ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଶରୀରର ଲୋମଛିଦ୍ର ଏହା ଦ୍ୱାରା ବନ୍ଦ ହୋଇଯାଇଥାଏ। ତେବେ ସପ୍ତାହରେ ଥରେ ସୋନା ବାଥ୍‌ ନେଲେ...

ମୋଦିଙ୍କ ପାଇଁ ନିଆରା ଉପହାର

ନୂଆଦିଲ୍ଲୀ, ୨।୬: ୨୦୧୪ ଲୋକ ସଭା ନିର୍ବାଚନଠାରୁ ଚା’ରେ ଚର୍ଚ୍ଚା ଏତେ ମାତ୍ରାରେ ବ୍ୟାପିଛି ଯେ, ଯାହା ଆଜି ପର୍ଯ୍ୟନ୍ତ ଥମିନି। ଚା’କୁ ନେଇ ଚର୍ଚ୍ଚା,...

୨୦୫୦ ସୁଦ୍ଧା ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୩ ଗୁଣା ହେବ

ନୂଆଦିଲ୍ଲୀ,୭।୧: ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଆସନ୍ତା ୨୦୫୦ ସୁଦ୍ଧା ୩ ଗୁଣା ହେବ। ୨୦୧୧ ଜନଗଣନା ଅନୁସାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୧୦ କୋଟି...

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ...

Advertisement
Archives

Model This Week