ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ ଥାନା ଅଞ୍ଚଳରୁ ଶୁକ୍ରବାର ରାତିରୁ ଶେଖ ଇମ୍ରାନ ନାମକ ଜଣେ ଯୁବକଙ୍କୁ ଉଠାଇ ନେଇଥିଲା ଦିଲ୍ଲୀ ପୋଲିସ।

ଭୁବନେଶ୍ବରରେ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତଦନ୍ତ କରିଥିଲା। ସୋସିଆଲ ମିଡିଆରେ ଦେଶ ବିରୋଧୀ ପୋଷ୍ଟ, ପାକିସ୍ତାନ ସହ ଲିଙ୍କ୍‌ ଭଳି ବିଭିନ୍ନ ଅଭିଯୋଗ ଇମ୍ରାନଙ୍କ ନାଁରେ ଥିଲା। ଏନେଇ ତଦନ୍ତ କରିବା ପରେ ତାଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ।

ସୂଚନାଥାଉକି, ଦିଲ୍ଲୀରେ କିଛି ଯୁବକ ଗିରଫ ହେବା ପରେ ଗୋଟିଏ ପରେ ଗୋଟିଏ ରହସ୍ୟ ଖୋଲିବାରେ ଲାଗିଛି। ସନ୍ଦିଗ୍ଧ ଆତଙ୍କୀ କାର୍ଯ୍ୟକଳାପ ଅଭିଯୋଗରେ ପୋଲିସ ହାତରେ ନୂଆ ତଥ୍ୟ ଲାଗିଛି। ଇମ୍ରାନ ଦେଶ ବିରୋଧରେ ରୀତିମତ ଷଡ଼ଯନ୍ତ୍ର ରଚୁଥିବା ପୋଲିସ ଜାଣିବାକୁ ପାଇଛି। ତେବେ ଖାଲି ଯେ, ଇମ୍ରାନ କି ତାଙ୍କ ସହ ଆଉ କାହାର ଲିଙ୍କ୍‌ ରହିଛି ସେନେଇ ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri