Posted inଜାତୀୟ

ଶ୍ରୀନଗରରେ ଦ୍ୱିତୀୟ ଆକ୍ରମଣ: ସିସିଟିଭିରେ କଏଦ ହେଲା ଆତଙ୍କବାଦୀଙ୍କ ଲାଇଭ୍ ଭିଜୁଆଲ୍‌

ଶ୍ରୀନଗର,୧୯ ।୨: ଜମ୍ମୁ-କଶ୍ମୀରରେ ପୁଣିଥରେ ପୋଲିସକୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ । ବାରାଜୁଲ୍ଲା ଅଞ୍ଚଳରେ ଆତଙ୍କବାଦୀମାନେ ଶୁକ୍ରବାର ଦ୍ୱିପ୍ରହରରେ ପୋଲିସ ଉପରେ ଆଖିବୁଜା ଗୁଳି ଚଳାଇଛନ୍ତି । ଏଥିରେ ୨ ପୋଲିସ କର୍ମୀ ଶହୀଦ ହୋଇଛନ୍ତି । ଜମ୍ମୁ-କଶ୍ମୀର ପୋଲିସ ଦ୍ୱାରା ଉକ୍ତ ଅଞ୍ଚଳକୁ ସିଲ୍ କରାଯିବା ସହ ସର୍ଚ୍ଚ ଅପରେଶନ ଜାରି କରାଯାଇଛି । ପୋଲିସ ଉପରେ ଆକ୍ରମଣ କରୁଥିବା ବେଳେ ଆତଙ୍କବାଦୀଙ୍କ ଏକ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି । ଯେଉଁଥିରେ ଜଣେ ଆତଙ୍କବାଦୀ ହାତରେ ଏକେ-୪୭ ରାଇଫଳରୁ ଆଖିବୁଜା ଗୁଳି ଚଳାଉଥିବା ଦେଖାଯାଇଛି । ଉକ୍ତ ଆତଙ୍କବାଦୀ ମାର୍କେଟ ଭିତରେ ନଜର ଆସିଛି । ସିସିଟିଭିରେ ଜଣେ ଆତଙ୍କବାଦୀ ଦୃଶ୍ୟ ହେଉଥିବା ବେଳେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା ହେଲା ଘଟଣା ୨ ଆତଙ୍କବାଦୀ ଘଟାଇଛନ୍ତି । ଏବେ ଉକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେଶନ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri