Posted inଜାତୀୟ

ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଉଲ୍‌-ହିନ୍ଦ୍‌ ଦାୟୀ !

ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ ଇସ୍ରାଏଲ୍‌ ଦୂତାବାସ ନିକଟରେ ଘଟିଥିବା ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଉଲ୍‌-ହିନ୍ଦ୍‌ ଦାୟୀ ନିଜକୁ ଦାୟୀ କରିଛି। ସଂଗଠନର ସୋସିଆଲ୍‌ ମିଡ଼ିଆ ପ୍ଳାଟଫର୍ମରେ ଏନେଇ ସୂଚନା ଦିଆଯାଇଛି। ଘଟଣାସ୍ଥଳରୁ ମିଳିଥିବା ବନ୍ଦ ଲଫାପାରେ ଥିବା ଏକ ଧମକ ଭରା ଚିଠିରେ ଏହି ଆଇଇଡ଼ି ବିସ୍ଫୋରଣକୁ ଟ୍ରେଲର ବୋଲି କୁହାଯାଇଥିଲା। ସେହିପରି ଇରାନ ସୈନ୍ୟ କମାଣ୍ଡର ସୁଲେମାନୀ ଏବଂ ଆଣବିକ ବୈଜ୍ଞାନିକ ମୋହସିନ୍‌ ଫଖରଜାଦେହଙ୍କ ହତ୍ୟାର ପ୍ରତିଶୋଧ ନିଆ ଯିବ ବୋଲି ଚିଠିରେ ଉଲ୍ଲେଖ ହୋଇଥିଲା। ଆତଙ୍କବାଦୀ ସଂଗଠନ ପକ୍ଷରୁ ଦାବି କରାଯାଇଥିବା ଘଟଣାର ସତ୍ୟସତ୍ୟ ଯାଞ୍ଚ୍‌ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ରହିଛି। ସ୍ପେଶାଲ କ୍ରାଇମ୍‌ ସେଲ୍‌ ଏବଂ ଏନ୍‌ଆଇଏ ପକ୍ଷରୁ ଏଥିରେ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri