Posted inଜାତୀୟ

ଜେଲରେ ହଙ୍ଗର ଷ୍ଟ୍ରାଇକରେ ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ

ନୂଆଦିଲ୍ଲୀ,୨୩ ।୭: ଦିଲ୍ଲୀର ତିହାର ଜେଲରେ ବନ୍ଦ ଥିବା ଜମ୍ମୁ-କଶ୍ମୀର ଲିବରେଶନ ଫ୍ରଣ୍ଟର ମୁଖ୍ୟ ୟାସିନ ମଲିକ ଜେଲ ଭିତରେ ହଙ୍ଗର ଷ୍ଟ୍ରାଇକରେ ବସିଛନ୍ତି । ଆତଙ୍କବାଦୀ ୟାସିନଙ୍କ ଅଭିଯୋଗ ହେଉଛି ତାଙ୍କ ଉପରେ ଯେଉଁ ମାମଲା ବିଚାରାଧିନ ରହିଛି ତାହାର ଯାଞ୍ଚ ଠିକ ଭାବେ ହେଉନାହିଁ ସେଥିପାଇଁ ସେ ହଙ୍ଗର ଷ୍ଟ୍ରାଇକରେ ବସିଛନ୍ତି । ଜେଲ କର୍ତ୍ତୁପକ୍ଷ ତାଙ୍କ ସହ କଥା ହୋଇଥିଲେ ବି ସେ ନିଜ ଜିଦରେ ଅଟଳ ରହିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ମଲିକ ୧୩ ଜୁଲାଇରେ ଦିଲ୍ଲୀର ବିଶେଷ ଅଦାଲତରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସଇଦଙ୍କ ଝିଅ ରୁବିୟା ସଇଦଙ୍କ ଅପହରଣ ସହ ଜଡିତ ମାମଲାରେ ପ୍ରତ୍ୟେକ୍ଷ ଭାବେ ହାଜର ହେବା ଓ ସାକ୍ଷୀଙ୍କ ସହ ନିଜେ କଥା ହେବାକୁ ଅନୁମତି ମାଗିଥିଲେ । ୟାସିନ କହିଥିଲେ ତାଙ୍କୁ ଅନୁମତି ନ ମିଳିଲେ ସେ ଅନିଶ୍ଚିତ କାଳ ପର୍ଯ୍ୟନ୍ତ ହଙ୍ଗର ଷ୍ଟ୍ରାଇକରେ ବସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri