ଆମେରିକାରେ ପ୍ରବେଶ କରୁଛନ୍ତି ଆତଙ୍କବାଦୀ ,ସୀମାରେ ବଡ଼ ଧରଣର ଆକ୍ରମଣ ଆଶଙ୍କା: ଟ୍ରମ୍ପଙ୍କ ଚେତାବନୀ…

ଓ୍ବାଶିଂଟନ,୨୯।୧ : ଆମେରିକାର ସୀମା ନିକଟରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶଙ୍କା ବ୍ୟକ୍ତ କରିଛନ୍ତି। ଟ୍ରମ୍ପ ସୋସିଆଲ ମିଡିଆରେ ଏହା ପୋଷ୍ଟ କରିଛନ୍ତି। ଏହି ପୋଷ୍ଟରେ ଟ୍ରମ୍ପ ଲେଖିଛନ୍ତି ଆମେରିକା-ମେକ୍ସିକୋ ସୀମା ସମ୍ବନ୍ଧରେ ହୋଇଥିବା ଚୁକ୍ତି ବିପର୍ଯ୍ୟୟ ଆଣିପାରେ। ସେ ଆମେରିକାର ଦକ୍ଷିଣ ସୀମାକୁ ବିଶ୍ୱ ଇତିହାସରେ ସବୁଠାରୁ ଖରାପ ଅଞ୍ଚଳ ବୋଲି ବର୍ଣ୍ଣନା କରିବା ସହ ଆମେରିକାରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥରେ ଶେୟାର ହୋଇଥିବା ଏକ ପୋଷ୍ଟରେ ଟ୍ରମ୍ପ ଲେଖିଛନ୍ତି, ’ତିନି ବର୍ଷ ପୂର୍ବେ ଆମ ସୀମା ଆମେରିକାର ଇତିହାସରେ ସବୁଠାରୁ ଶକ୍ତିଶାଳୀ ଏବଂ ସୁରକ୍ଷିତ ଥିଲା। ଆଜି ବିପର୍ଯ୍ୟୟକୁ ଅପେକ୍ଷା କରିଛି । ଏଗୁଡ଼ିକ ଦୁନିଆର ଇତିହାସର ସବୁଠାରୁ ଖରାପ ସୀମା ଏବଂ ସେଗୁଡ଼ିକ ଆମ ଦେଶ ପାଇଁ ଖୋଲା କ୍ଷତ ପରି। ଟ୍ରମ୍ପ ଲେଖିଛନ୍ତି ସାରା ବିଶ୍ୱରୁ ଆତଙ୍କବାଦୀମାନେ ଆମ ଦେଶରେ ପ୍ରବେଶ କରୁଛନ୍ତି। ଆମେରିକାର ସୀମା ନିକଟରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଶତପ୍ରତିଶତ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri