ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି…

ଭୁବନେଶ୍ୱର,୧୦।୧୧: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍‌ବ, ରେଲେୱ ଷ୍ଟେଶନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୋମବାର ଦିନ ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ଏକ କାର ବିସ୍ଫୋରଣ ଯୋଗୁଁ ବ୍ୟାପକ ଆତଙ୍କ ସୃଷ୍ଟି ହୋଇଛି। ଏହି ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦିଲ୍ଲୀ ପୋଲିସ ସମେତ ଅନେକ ତଦନ୍ତକାରୀ ସଂସ୍ଥା ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ, ଜାତୀୟ ତଦନ୍ତ ସଂସ୍ଥା (NIA), ଜାତୀୟ ସୁରକ୍ଷା ଗାର୍ଡ (NSG) ଏବଂ ଫୋରେନସିକ ବିଶେଷଜ୍ଞଙ୍କ ଦଳ ପହଞ୍ଚିଛନ୍ତି। ଏହି ଘଟଣା ପରେ, ସମଗ୍ର ଦିଲ୍ଲୀ-NCR ଏବଂ ସମଗ୍ର ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ସମସ୍ତ ଆହତଙ୍କୁ ଦିଲ୍ଲୀର LNG ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri