Posted inଜାତୀୟ

ଶ୍ରୀନଗରର ବୋମିନାରେ ସୁରକ୍ଷାକର୍ମୀଙ୍କ ଉପରକୁ ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୫ ।୧୧: ଶ୍ରୀନଗରର ବୋମିନା ଅଞ୍ଚଳରେ ଥିବା ସ୍କିମସ୍ ହସ୍ପିଟାଲ ନିକଟରେ ଶୁକ୍ରବାର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିବା ସୂଚନା ମିଳିଛି । ଏଥିରେ କେହି ଆହତ ହୋଇ ନ ଥିବା କୁହାଯାଉଥିବା ବେଳେ ଉକ୍ତ ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେଶନ ଜାରି ରହିଛି । ସୁରକ୍ଷାର୍କମୀଙ୍କ ଉପରକୁ ଆକ୍ରମଣ କରି ଆତଙ୍କବାଦୀମାନେ ଲୋକ ଗହଳି ଭିତରେ ଖସି ପଳାଇ ଯିବାକୁ ସକ୍ଷମ ହୋଇଛନ୍ତି । କୁହାଯାଉଛି କି ଏହି ଆକ୍ରମଣ ପଛରେ ହାଇବ୍ରିଡ ଆତଙ୍କବାଦୀଙ୍କ ହାତ ରହିଛି । ଘାଟିରେ ହେଉଥିବା ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରିବାକୁ ଆତଙ୍କବାଦୀ ସଙ୍ଗଠନ ଏହିଭଳି ଆକ୍ରମଣ ଯୋଜନା କରି ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଶୱାନଙ୍କ କାର୍ଯ୍ୟ ସମ୍ଭାଳିବେ ଗୋୟଲ

ନୂଆଦିଲ୍ଲୀ,୯ ।୧୦: ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁ ହୋଇଯାଇଛି । ତେବେ ସେ ଯେଉଁ ଦାୟିତ୍ୱରେ ଥିଲେ ଏବେ ସେହି ଦାୟିତ୍ୱ...

କ୍ଷୁଦ୍ର ଜମାକାରୀଙ୍କ ଅର୍ଥ ଫେରାଇବାକୁ କେନ୍ଦ୍ରର ପ୍ରସ୍ତାବ

ନୂଆଦିଲ୍ଲୀ, ୧୮ା୩: ଚିଟ୍‌ଫଣ୍ଡ କମ୍ପାନୀ ଦ୍ୱାରା ଠକାମୀର ଶିକାର ହୋଇଥିବା କ୍ଷୁଦ୍ର ଜମାକାରୀମାନଙ୍କୁ ଅର୍ଥ ପୈଠ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟକୁ ଏକ ପ୍ରସ୍ତାବ...

ଇଡ଼ି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ଦାବି: ସୁପ୍ରିମ୍‌କୋର୍ଟ ପହଞ୍ଚିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୬।୭ : ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୁଲାଇ...

କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କଂଗ୍ରେସର ପୋଷ୍ଟର ଓ୍ବାର

ବେଙ୍ଗାଲୁରୁ,୧୪।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଂଖ୍ୟା ଗରିଷ୍ଠତା ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦଳ ଭିତରେ ଚାପା ଗୁଞ୍ଜରଣ ଆରମ୍ଭ ହୋଇଛି।...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୨।୬: ସୋମବାର ବମ୍ବେ ହାଇକୋର୍ଟରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ମାମଲାରେ ଗୁଜରାଟ କୋର୍ଟରେ ହାଜର...

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍‌ !

ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ...

ଏଲ୍‌ଏସିରେ ୧୧ ଦିନରେ ୪ ଥର ଗୁଳି ବିନିମୟ

ନୂଆଦିଲ୍ଲୀ, ୧୬।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ ଏଲ୍‌ଏସିରେ ୪ ଥର ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି।...

ଜେଲ୍‌ରେ ୭୫ ପ୍ରତିଶତ ବିଚାରାଧୀନ କଏଦୀ,ଫଇସଲାକୁ ଅପେକ୍ଷା…

ନୂଆଦିଲ୍ଲୀ,୧୪ା୨: ଦେଶର ବିଭିନ୍ନ ଜେଲ୍‌ରେ ୭୫ ପ୍ରତିଶତ କଏଦୀ ରହିଛନ୍ତି। ସେମାନେ ଦୀର୍ଘଦିନ ଧରି କୋର୍ଟର ଫଇସଲାକୁ ଅପକ୍ଷୋ କରିଛନ୍ତି। ୨୦୨୦ରେ ଦେଶର ଜେଲଗୁଡିକରେ କଏଦୀଙ୍କ...

Advertisement
Archives

Model This Week