Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଜମ୍ମୁ,୧୭।୮: ଜମ୍ମୁ-କଶ୍ମୀରର ବାରମୂଳାରେ ଆତଙ୍କବାଦୀମାନେ ପୁଣିଥରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବାରମୂଳାର କ୍ରେରି ଅଞ୍ଚଳରେ ସିଆର୍‌ପିଏଫ୍‌ ଓ ପୋଲିସର ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଗୁଳି ବର୍ଷଣ କରିଛନ୍ତି। ଏଥିରେ ଜମ୍ମୁ-କଶ୍ମୀର ପୋଲିସର ଜଣେ ଏସ୍‌ପିଓ ଓ ସିଆର୍‌ପିଏଫ୍‌ର ୨ ଯବାନ ଶହୀଦ ହୋଇଥିବା ସୂଚନା ଦେଇଛନ୍ତି କଶ୍ମୀର ଜୋନ୍‌ର ଆଇଜି। ଏହି ଘଟଣା ପରେ ଉକ୍ତ ଅଞ୍ଚଳକୁ ଘେରାଉ କରି ଆତଙ୍କବାଦୀଙ୍କୁ ଖୋଜା ଚାଲିଥିବା ସୂଚନା ମିଳିଛି। ଏହା ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଦକ୍ଷିଣ-କଶ୍ମୀର ପୁଲଓ୍ବାମା ଜିଲାରେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କ ଯୋଜନାକୁ ପଣ୍ଡ କରିଦେବା ସହ କିଛି ଆଇଇଡି ମଧ୍ୟ ଉଦ୍ଧାର କରିଥିଲେ। ପରେ ଏହାକୁ ନଷ୍ଟ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋନ ଅପରେଶନକୁ ଆସି ହରାଇଲେ କିଡ୍‌ନୀ

ଅହମ୍ମଦାବାଦ,୧୯।୧୦: ଗୁଜରାଟର ଏକ ଡାକ୍ତରଖାନାରେ ଜଣେ ରୋଗୀଙ୍କ ଷ୍ଟୋନ ଅପରେଶନ କରିବା ବଦଳରେ କିଡ୍‌ନୀ କାଢ଼ିନେବା ଘଟଣାରେ ସମ୍ପୃକ୍ତ ହସ୍ପିଟାଲକୁ ୧୧ ଲକ୍ଷ ଜରିମାନା ହୋଇଛି।...

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ,୧୧।୩: ୪ ରାଜ୍ୟ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ସମେତ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରିରେ ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ...

ଲାଲ୍‌ କିଲ୍ଲା ହିଂସା: ୨ ଅଭିଯୁକ୍ତ ଜମ୍ମୁରୁ ଗିରଫ

ନୂଆଦିଲ୍ଲୀ,୨୩।୨: ଜାନୁୟାରୀ ୨୬ରେ ଲାଲକିଲ୍ଲା ହିଂସାର ୨ ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସ ଜମ୍ମୁରୁ ଗିରଫ କରିଛି। ସେମାନେ ହେଉଛନ୍ତି ମନିନ୍ଦର ସିଂ ଏବଂ ମନଦୀପ୍‌ ସିଂ।...

ମାର୍ଚ୍ଚ ୫ରେ ହେବ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୦।୨: ଏନ୍‌ଇଇଟି-ପିଜି ପରୀକ୍ଷା ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ୫ ତାରିଖରେ ଅନୁଷ୍ଠିତ ହେବ। ଶୁକ୍ରବାର ଲୋକ ସଭାରେ କଂଗ୍ରେସ ସଦସ୍ୟ ଗୌରବ ଗୋଗୋଇଙ୍କ ଏକ...

ଶାହଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନୂଆଦିଲ୍ଲୀରେ ସେ ଶାହାଙ୍କୁ ଭେଟିବା ଅବସରରେ ତେଲେଙ୍ଗାରରେ ବାକିଥିବା କିଛି...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ...

‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ବଡ଼ ଘୋଷଣା କରିପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୧୯।୯: ଆସନ୍ତା ୨୨ରେ ଆମେରିକାର ହ୍ୟୁଷ୍ଟନଠାରେ ପାଖାପାଖି ୫୦ ହଜାର ଭାରତୀୟଙ୍କୁ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ...

ଦୋକାନ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି।...

Advertisement
Archives

Model This Week