ଆତଙ୍କବାଦୀଙ୍କ ପାଖରେ ଜୈବିକ-ଆଣବିକ ଅସ୍ତ୍ରଶସ୍ତ୍ର, ଜାତିସଂଘରେ ଭାରତର ଚେତାବନୀ…

ଓ୍ବାଶିଂଟନ,୨।୬: ଆତଙ୍କବାଦୀମାନଙ୍କ ପାଖରେ ଆଣବିକ,ଜୈବିକ ଏବଂ ରାସାୟନିକ ଅସ୍ତ୍ରଶସ୍ତ୍ର ରହିଛି। ସେମାନେ ଏହାକୁ ସାଧାରଣ ନାଗରିକଙ୍କ ଉପରେ ମଧ୍ୟ ବ୍ୟବହାର କରିବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ଜାତିସଂଘର ସୁରକ୍ଷା ପରିଷଦର ଏକ ଆଲୋଚନାରେ ଭାରତ ଚେତାବନୀ ଦେଇଛି।

ଜାତିସଂଘରେ ଅବସ୍ଥାପିତ ଭାରତର ଜଣେ ଅଧିକାରୀ ଏ. ଅମରନାଥ କହିଛନ୍ତି ଯେ ନୂତନ ଜ୍ଞାନକୌଶଳର ବିକାଶ ସହିତ ଆଣବିକ, ରାସାୟନିକ ଏବଂ ଜୈବିକ ଅସ୍ତ୍ର ଅଧିକ ମାରାତ୍ମକ ହେବାରେ ଲାଗିଛି। ଆତଙ୍କବାଦୀ ଗୋଷ୍ଠୀର ହାତରେ ଏସବୁ ପଡ଼ିବାର ଆଶଙ୍କା ମଧ୍ୟ ବୃଦ୍ଧି ପାଉଛି। ଆତଙ୍କବାଦୀ ଗୋଷ୍ଠୀ ସହ କାର୍ଯ୍ୟ କରୁଥିବା କେତେକ ଦେଶର ଅଣ-ସରକାରୀ ବାହିନୀ କ୍ଷେପଣାସ୍ତ୍ର ଏବଂ ମାନବବିହୀନ ବିମାନ ପ୍ରଣାଳୀରେ ଦ୍ୱାରା ଆକ୍ରମଣ କରିବା ଆଶଙ୍କା ବଢୁଥିବା ସେ କହିଛନ୍ତି। ଏହାର ସମାଧାନ ସମସ୍ତ ଦେଶ ଖୋଜିବା ଜରୁରୀ ହୋଇପଡ଼ିଛି।

ଜାତିସଂଘର ଅନୁସନ୍ଧାନକାରୀ ଦଳର ରିପୋର୍ଟରେ ଅମରନାଥ କହିଛନ୍ତି ଯେ ଅନେକ ଦେଶରେ ଆତଙ୍କବାଦୀ ଗୋଷ୍ଠୀ କେତେକ ସ୍ଥାନଗୁଡିକ ନିଜ ଦଖଲକୁ ନେଇଛନ୍ତି। ସେମାନେ ମାରାତ୍ମକ ଅସ୍ତ୍ରଶସ୍ତ୍ର ବିକଶିତ କରିବା ସହିତ ଏହାକୁ ଆତଙ୍କବାଦୀ କାର୍ଯ୍ୟକଳାପରେ ବ୍ୟବହାର କରିବାର ଆଶଙ୍କା ବଢ଼ିବାରେ ଲାଗିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri