ଘରେ ଆତଙ୍କବାଦୀଙ୍କୁ ଲୁଚାଇ ରଖିଥିବା ଅଭିଯୋଗରେ ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି ଇମ୍ରାନ

ଇସଲାମାବାଦ,୧୮।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାଁଙ୍କ ସମସ୍ୟା ବଢିବାରେ ଲାଗିଛି। ଇମ୍ରାନଙ୍କ ଲାହୋର ସ୍ଥିତ ବାସଭବନରେ ବାହାର ପୋଲିସ ବୁଧବାରଠାରୁ ଡେରା ପକାଇଛି। ପୋଲିସ ତାଙ୍କୁ ଯେ କୌଣସି ମୁହୂର୍ତ୍ତରେ ଗିରଫ କରିପାରେ।
ପୋଲିସ ଦାବି କରିଛି କି ଇମ୍ରାନ ଖାଁଙ୍କ ଘରେ କେତେଜଣ ଆତଙ୍କବାଦୀ ଲୁଚି ରହିଛନ୍ତି। ଆତଙ୍କବାଦୀଙ୍କୁ ଗିରଫ କରିବାକୁ ପୋଲିସ ଯେ କୌଣସି ସମୟରେ ଅପରେଶନ ଆରମ୍ଭ କରିପାରେ। ପାକିସ୍ତାନର ସ୍ଥାନୀୟ ଗଣମାଧ୍ୟମ କହିଛି ଜମା ପାର୍କ ଆଡକୁ ଯାଉଥିବା ସମସ୍ତ ରାସ୍ତାକୁ ବନ୍ଦ କରି ଦିଆଯାଇଛି। ଏହାସହ ଉକ୍ତ ଅଞ୍ଚଳରେ ବହୁ ପରିମାଣରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri