Posted inଜାତୀୟ

୨ ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ, ସର୍ଚ୍ଚ ଅପରେଶନ ଜାରି…

ଶ୍ରୀନଗର, ୨୪।୯ : ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ୨ ଜଣ ବିହାରର ଶ୍ରମିକଙ୍କ ଆତଙ୍କବାଦୀମାନେ ଗୁଳି କରିଛନ୍ତି। ଏହି ଘଟଣା ଶନିବାର ପୁଲଓ୍ବାମାର ଖରପୋରାର ରତ୍ନପୋରାରେ ଘଟିଛି। ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆତଙ୍କବାଦୀଙ୍କ ଆକ୍ରମଣ ପରେ ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ଘେରାବନ୍ଦୀ କରିବା ସହିତ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି। ଶ୍ରମିକ ମାନଙ୍କୁ ବିହାରର ବେତିଆ ଜିଲାର ଶମଶାଦ ଅହମ୍ମଦ ଏବଂ ଫୈଜାନ କାଦରି ଭାବେ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରୁ ଓହ୍ଲାଇବାକୁ ଅଧଘଣ୍ଟା ଅପେକ୍ଷା କଲେ ଦୃଷ୍ଟିହୀନ ମହିଳା: ଅଭିଯୋଗ ପରେ କ୍ଷମା ମାଗିଲେ ବିମାନ କର୍ତ୍ତୃପକ୍ଷ

ବିମାନରୁ ଓହ୍ଲାଇବାକୁ ଅଧଘଣ୍ଟା ଅପେକ୍ଷା କଲେ ଦୃଷ୍ଟିହୀନ ମହିଳା: ଅଭିଯୋଗ ପରେ କ୍ଷମା ମାଗିଲେ ବିମାନ କର୍ତ୍ତୃପକ୍ଷ ନୂଆଦିଲ୍ଲୀ,୪।୯: ଭିସ୍ତାରା ଏୟାରଲାଇନ୍ସ ଜଣେ ଦୃଷ୍ଟିହୀନ ମହିଳା...

ସ୍ତ୍ରୀ ପ୍ରତିଦିନ ପିଟୁଛନ୍ତି, ପିଏମଓରେ ଅଭିଯୋଗ କଲେ ସ୍ବାମୀ

ବେଙ୍ଗାଲୁରୁ,୨।୧୧: କର୍ନାଟକର ଜଣେ ବ୍ୟକ୍ତି  ସ୍ତ୍ରୀଙ୍କ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ)ରେ ଅଭିଯୋଗ କରିଛନ୍ତି। ବ୍ୟକ୍ତି ଜଣକ ପିଏମଓରୁ ସାହାଯ୍ୟ ଏବଂ ସୁରକ୍ଷା ଲୋଡି କହିଛନ୍ତି,...

କରୋନା ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା କ୍ଷତିପୂରଣ ରାଶିକୁ ସୁପ୍ରିମକୋର୍ଟଙ୍କ ମଞ୍ଜୁରୀ, ଆବେଦନର ୩୦ ଦିନ ମଧ୍ୟରେ ମିଳିବ ଟଙ୍କା

ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିଜନଙ୍କୁ ୫୦ ହଜାର ଟଙ୍କାର କ୍ଷତି ପୂରଣ ରାଶି ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା...

ଉତ୍ତରପ୍ରଦେଶ ଗରିବଙ୍କ ପାଇଁ ଉପହାର ଘୋଷଣା କଲେ ମୋଦି

ଲକ୍ଷ୍ନୌ, ୨୦।୧: ଉତ୍ତରପ୍ରଦେଶର ଗ୍ରାମୀଣ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଉପହାର ଘୋଷଣା କରିଛନ୍ତି। ରାଜ୍ୟର ୬ ଲକ୍ଷ ୧୦ ହଜାର ହିତାଧିକାରୀଙ୍କୁ...

ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି।...

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର...

କୃଷକଙ୍କ କଷ୍ଟ ଦେଖି ତରଳିଲା ଧର୍ମେନ୍ଦ୍ରଙ୍କ ହୃଦୟ

ମୁମ୍ବାଇ,୧୧ ।୧୨: କେନ୍ଦ୍ରର ନୂଆ କୃଷି ନିୟମକୁ ନେଇ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି କୃଷକ । ସରକାରଙ୍କ ସହ କଥା...

ବିବାହରେ ବର ଭାଙ୍ଗିଲେ ଧନୁ

ସାରନ,୨୮।୬: ତ୍ରେତୟାଯୁଗରେ ଭଗବାନ ଶ୍ରୀରାମଙ୍କ ସ୍ବୟଂମ୍ବରରେ କଥା ସମସ୍ତେ ଜାଣିଥିବେ ଓ ଶୁଣିଥିବେ। କିନ୍ତୁ କଳିଯୁଗରେ ସ୍ବୟଂମ୍ବର ଆୟୋଜିତ ହେବା କଥା କେବେ ଶୁଣିଛନ୍ତି କି।...

Advertisement
Archives

Model This Week