Posted inଜାତୀୟ

ଶ୍ରମିକଙ୍କୁ ଗୁଳିମାଡ କଲେ ଆତଙ୍କବାଦୀ

ଶ୍ରୀନଗର,୨।୯: ଜମ୍ମୁକଶ୍ମୀରର ପୁଲୱାମାରେ ଜଣେ ଶ୍ରମିକଙ୍କ ଉପରେ ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ କରିଛନ୍ତି। ଏଥିରେ ଶ୍ରମିକ ଜଣଙ୍କ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଅଞ୍ଚଳରେ ସିୁକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। ଆହତ ଶ୍ରମିକ ମୁନିରୁଲ ଇସଲାମ ବୋଲି ଜଣାପଡିଛି। ମୁନିରୁଲ ମୂଳତଃ ପଶ୍ଚିମବଙ୍ଗର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡ୍‌-ଇଭିନ୍‌ ନମ୍ବର ନିୟମ ନ ମାନିବାରୁ କଟିଲା ଭାଜପା ନେତାଙ୍କ ଚାଲାଣ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରାକୁ କମ୍‌ କରିବାକୁ ଯାଇ ସରକାରଙ୍କ ତରଫରୁ ଅଡ-ଇଭିନ ନମ୍ବରର ଗାଡି ଗଡିବା ଆରମ୍ଭ କରିଛି। ସୋମବାର ଇଭିନ୍‌ ନମ୍ବରର...

ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ କାହିଁକି ହଟାଯାଉ ନାହିଁ

ନୂଆଦିଲ୍ଲୀ,୧୫ା୭: ୭୫ ବର୍ଷ ହେଲା ଦେଶକୁ ସ୍ବାଧୀନତା ମିଳିଲାଣି। କିନ୍ତୁ ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ ଆଜି ବି ଚାଲୁଛି। ସେତେବେଳେ ସ୍ବାଧୀନତା ସଂଗ୍ରାମୀଙ୍କୁ ଏହି...

ଆମ ଆଦମୀ ପାର୍ଟିଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦେଲେ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସକ୍ସେନା ଆମ ଆଦମୀ ପାର୍ଟିଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ...

ରାଜ୍ୟ ସଭା ନିର୍ବାଚନ ପାଇଁ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୯।୫: ଜୁନ୍‌ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ୧୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।...

ବିବାହ ପ୍ରସ୍ତାବରେ ହଁ ନ କହିବାରୁ ମହିଳା ଇଞ୍ଜିନିୟରଙ୍କ ସହ ଘଟିଲା ଏମିତି

ହାଇଦ୍ରାବାଦ, ୩।୩: ହାଇଦ୍ରାବାଦରେ ଏକ ଅଭାବାନୀୟ ଘଟଣା ଘଟିଛି। ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟର ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବାରୁ ତାଙ୍କୁ ଛୁରାମାଡ ହୋଇଛି। ମହିଳାଙ୍କୁ...

ଦିଲ୍ଲୀ-ମସ୍କୋ ଏୟାର ଇଣ୍ଡିଆ ବିମାନ ପାଇଲଟ୍‌ କରୋନା ପଜିଟିଭ୍‌: ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଏୟାର...

ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା

ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍‌ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର...

ପ୍ରମାଣ ନଷ୍ଟ ପାଇଁ ୧୪୦ ଫୋନ୍‌ ବଦଳାଇଛନ୍ତି ଅଭିଯୁକ୍ତ

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀ ଅବକାରୀ ନୀତି କାର୍ଯ୍ୟକାରୀ ହେବା ପୂର୍ବରୁ ଏହା କେତେକ ମଦ କମ୍ପାନୀ ନିକଟରେ ପହଞ୍ଚତ୍ଥିଲା। ମଦ ଲାଇସେନ୍ସ ପ୍ରଦାନରେ ହୋଇଥିବା ଲାଞ୍ଚ କାରବାରର...

Advertisement
Archives

Model This Week